୨୦ କେଜି ସୁନା ଜବତ

ମୟୂରଭଞ୍ଜ: ଜିଏସ୍‌ଟି ଫାଙ୍କିବା ସନ୍ଦେହରେ ମୟୂରଭଞ୍ଜ ଜିଲ୍ଲା ବାରିପଦାର ଏମକେସି ହାଇସ୍କୁଲ ଛକ ନିକଟରେ ଏକ ଲଜିଷ୍ଟିକ୍‌ ଗାଡ଼ିକୁ ଅଟକ ରଖିଛି ପୁଲିସ୍‌। ଉକ୍ତ ଗାଡ଼ିରେ ପ୍ରାୟ ୨୦ କେଜିରୁ ଊର୍ଦ୍ଧ୍ୱ ସୁନା ଥିବା ଜଣାଯାଇଛି। ସୁନା କେଉଁଠୁ ଆସୁଥିଲା ଓ…

Continue reading
ହାଇକୋର୍ଟ ଗେଟ୍ ଆଗରେ ୩୪ ପୋଡି ପାଉଁଶ

କଟକ: ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି ହୁତୁହୁତୁ ହୋଇ ଜଳିଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ…

Continue reading
ଇରାନ ସହ ଯୁଦ୍ଧ ସମାପ୍ତ କରିବାକୁ ପ୍ରସ୍ତୁତ: ଟ୍ରମ୍ପ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ପରିସ୍ଥିତି ମଧ୍ୟରେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛନ୍ତି। ଟ୍ରମ୍ପ ତାଙ୍କ ସହଯୋଗୀମାନଙ୍କୁ କହିଛନ୍ତି ଯେ ସେ ଇରାନ ସହିତ ଯୁଦ୍ଧ ସମାପ୍ତ କରିବାକୁ ପ୍ରସ୍ତୁତ । ଯଦିଓ ହର୍ମୁଜ୍ ପ୍ରଣାଳୀ ବନ୍ଦ…

Continue reading
ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…

Continue reading
ଶ୍ଵାସରୁଦ୍ଧ ହୋଇ ୨ ମୃତ

ସମ୍ବଲପୁର: ଆଜି ସକାଳ ପ୍ରାୟ ୯ଟାରେ ବାମରା ବ୍ଲକ କେଶାଇବାହାଲ ଠାରେ ନୂତନ ଭାବେ ତିଆରି ହୋଇଥିବା ଶୌଚାଳୟ ଟାଙ୍କି ଭିତରକୁ ପଶି ସେଣ୍ଟରିଂ ଖୋଳୁଥିବା ବେଳେ ୪ଜଣ ଗୁରୁତର ହୋଇ ପଡ଼ିଥିଲେ । ସେଥି ମଧ୍ୟରୁ ୨ ଜଣ ବ୍ୟକ୍ତି…

Continue reading
ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ଅତ୍ୟାବଶ୍ୟକୀୟ ସାମଗ୍ରୀର ଉପଲବ୍ଧତା ସମ୍ପର୍କରେ ନିୟମିତ କରନ୍ତୁ ମନିଟରିଂ

ଭୁବନେଶ୍ବର : ପଶ୍ଚିମ ଏସିଆ ଯୁଦ୍ଧ ସଂକଟ ପରିପ୍ରେକ୍ଷୀରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ସମ୍ପର୍କରେ ଜିଲ୍ଳାପାଳମାନଙ୍କ ସହିତ ଆଭାସୀ ମାଧ୍ୟମରେ ଆଲୋଚନା କରି ଜିଲ୍ଲାସ୍ତରୀୟ ଏନ୍ଫୋର୍ସମେଣ୍ଟ ସ୍କ୍ୱାଡ୍କୁ ୨୪ ଘଣ୍ଟିଆ ଆକ୍ସନ୍…

Continue reading
ଆଜି ଖରିଫ୍‌ ଧାନକିଣା ଶେଷ, ମନ୍ତ୍ରୀ କହିଲେ ଆଉ ୨ ଦିନ ବଢିପାରେ

ଭୁବନେଶ୍ୱର: ଆଜି ରାଜ୍ୟରେ ଶେଷ ହେବ ଖରିଫ୍ ଧାନକିଣା । ହେଲେ ଏ ପର୍ଯ୍ୟନ୍ତ ରାଜ୍ୟରେ ଧାନ ବିକ୍ରି କରିବାକୁ ପଞ୍ଜିକରଣ କରିଥିବା ଲକ୍ଷାଧିକ ଚାଷୀ ଧାନ ବିକ୍ରି କରିନପାରି ଅପେକ୍ଷା କରି ବସିଛନ୍ତି । ରାଜ୍ୟରେ କେଉଁଠି ରାସ୍ତାରୋକ ତ…

Continue reading
ଏକ ହେଲେ ବିଜେଡି ଓ କଂଗ୍ରେସ, କମ୍ପିଲା ଗୃହ

ଭୁବନେଶ୍ବର: ବିଜୁ ବାବୁଙ୍କୁ ଅପମାନ ଚଳିବ ନାହିଁ । ବିଜେପି ସାଂସଦ ନିଶିକାନ୍ତ ଦୁବେଙ୍କ ବୟାନକୁ ନେଇ ବିଧାନସଭାରେ ଝଡ଼ । ମଙ୍ଗଳବାର ବି ଧୋଇଗଲା ପ୍ରଶ୍ନକାଳ । SCB ଅଗ୍ନିକାଣ୍ଡ ତାତି ପରେ ବିଜୁବାବୁଙ୍କୁ ଅପମାନ ତାତିରେ କମ୍ପିଲା ଗୃହ…

Continue reading
ତୁଛା ମିଛ କହିଛନ୍ତି ନିଶିକାନ୍ତ ଦୁବେ:ବିଜୟ ମହାପାତ୍ର

ଭୁବନେଶ୍ଵର : ବିଜୁ ବାବୁଙ୍କୁ ନେଇ ସାଂସଦ ନିଶିକାନ୍ତ ଦୁବେଙ୍କ ବିବାଦୀୟ ମନ୍ତବ୍ୟକୁ ଦୃଢ ନିନ୍ଦା କଲେ ବରିଷ୍ଠ ବିଜୟ ମହାପାତ୍ର। କହିଲେ, ତୁଛା ମିଛ କହିଛନ୍ତି ନିଶିକାନ୍ତ ଦୁବେ। ଜଣେ ଦାୟିତ୍ଵ ସମ୍ପନ୍ନ ସାଂସଦଙ୍କ ବିଜୁ ବାବୁଙ୍କ ପ୍ରତି ଏଭଳି…

Continue reading
ଜଙ୍ଗଲ ନିଆଁ ଲିଭାଇବା ପାଇଁ ଏଆଇ ବ୍ୟବହାର

ଭୁବନେଶ୍ୱର : ଏଆଇ ରୋକିବ ଜଙ୍ଗଲ ନିଆଁ। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଟେକ୍ନୋଲୋଜି ଦ୍ବାରା ଜଙ୍ଗଲ ନିଆଁ ଲିଭାଉଛନ୍ତି ସରକାର। ଏନେଇ ଗୃହରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ସୂଚନା ଦେଇଛନ୍ତି। ରାଜ୍ୟର ସଂବେଦନଶୀଳ ଜଙ୍ଗଲ ଅଞ୍ଚଳଗୁଡିକରେ…

Continue reading
ବଜେଟ୍‌ ଅଧିବେଶନରେ ବିଜୁ ଝଡ଼

ଭୁବନେଶ୍ୱର: ଓଡ଼ିଶା ବିଧାନସଭା ବଜେଟ୍‌ ଅଧିବେଶନରେ ବିଜୁ ଝଡ଼। ଆଜି ବି ଚାଲିପାରିନି ବିଧାନସଭା। ବିଜୁ ବାବୁଙ୍କ ପ୍ରତି ନିଶିକାନ୍ତ ଦୁବେଙ୍କ ମନ୍ତବ୍ୟ ନେଇ ଗୃହ ମଧ୍ୟରେ ବିରୋଧୀ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ବିଜୁ ବାବୁଙ୍କ ପ୍ରତି ନିଶିକାନ୍ତ ଦୁବେଙ୍କ…

Continue reading