ଅଗ୍ନିକାଣ୍ଡ, ଜଳିଗଲା ୩୦ ସ୍କୁଟି

ଛତ୍ରପୁର: ଛତ୍ରପୁର ବାଇପାସ୍‌ରେ ସ୍କୁଟି କଣ୍ଟେନରରେ ଆକସ୍ମିକ ନିଆଁ ଲାଗି ସମସ୍ତ ସ୍କୁଟି ପୋଡିଯାଇଛି । ଘଟଣା ସ୍ଥଲରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ହେଲେ ଏହାରି ମଧ୍ୟରେ କଣ୍ଟେନେରରେ ଥିବା ୩୦ଟି ସ୍କୁଟି ଜଳିଯାଇଛି ।

ସୂଚନା ମୁତାବକ, କଣ୍ଟେନରଟି ସ୍କୁଟି ବୋଝେଇ କରି ପ୍ରତାପଗଡ଼ରୁ ଆନ୍ଧ୍ରପ୍ରଦେଶ ଯାଉଥିଲା । ଏହି ସମୟରେ ବାଇପାସ୍‌ରେ ଉଜଳେଶ୍ୱରୀ ମନ୍ଦିର ନିକଟରେ ଏହି ଘଟଣା ଘଟିଥିଲା । ହଠାତ କଣ୍ଟେନରରେ ନିଆଁ ଲାଗି ଯାଇଥିଲା । ଏ ସମ୍ପର୍କରେ ଖବର ପାଇ ତୁରନ୍ତ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ହେଲେ ଏହାରି ଭିତରେ ସମସ୍ତ ଗାଡ଼ି ପୋଡ଼ି ପାଉଁଶ ହୋଇଯାଇଥିଲା ।

  • Related Posts

    ଶନିବାର କୋରାପୁଟ ଯିବେ ମୁଖ୍ୟମନ୍ତ୍ରୀ

    ଜୟପୁର: ଶନିବାର କୋରାପୁଟ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସହର ଉପକଣ୍ଠ ବାଙ୍କବିଜାରେ ଆୟୋଜିତ ସମାବେଶରେ ଯୋଗଦେବେ । ୯ ତାରିଖ ପୂର୍ବାହ୍ଣରେ ମହିଳାଙ୍କୁ ସୁଭଦ୍ରା ଯୋଜନା ତୃତୀୟ କିସ୍ତି ଟଙ୍କା ପ୍ରଦାନ କରିବେ । ଏହାକୁ…

    ଭୁବନେଶ୍ଵର ଏମ୍‌ସରେ ସିବିଆଇ ଚଢ଼ାଉ

    ଭୁବନେଶ୍ଵର: ନିଯୁକ୍ତିରେ ଜାଲିଆତି ଅଭିଯୋଗରେ ଭୁବନେଶ୍ଵର ଏମ୍‌ସରେ ଚଢ଼ାଉ କରିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)। ଶୁକ୍ରବାର ସିବିଆଇ ଟିମ ଏମ୍‌ସରେ ପହଞ୍ଚି ନିଯୁକ୍ତି ସମ୍ପର୍କିତ କାଗଜପତ୍ର ଯାଞ୍ଚ କରିବା ସହିତ ଭୁବନେଶ୍ଵରର ଅନ୍ୟ ୨ଟି ସ୍ଥାନରେ ଚଢ଼ାଉ କରିଛି। ଏହାବ୍ୟତୀତ ଜଗତସିଂହପୁରର…

    Leave a Reply

    Your email address will not be published. Required fields are marked *

    You Missed

    Karnataka Chief Electoral Officer demands declaration on “vote chori” Allegation

    Rural Housing and Drinking Water Projects will be monitored digitally on Daily basis

    କେନ୍ଦ୍ର କ୍ୟାବିନେଟ: ଉଜ୍ଜ୍ୱଳା ଯୋଜନା ପାଇଁ ୧୨୦୬୦ କୋଟି

    କେନ୍ଦ୍ର କ୍ୟାବିନେଟ: ଉଜ୍ଜ୍ୱଳା ଯୋଜନା ପାଇଁ ୧୨୦୬୦ କୋଟି

    ଶନିବାର କୋରାପୁଟ ଯିବେ ମୁଖ୍ୟମନ୍ତ୍ରୀ

    ଶନିବାର କୋରାପୁଟ  ଯିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ଵର ଏମ୍‌ସରେ ସିବିଆଇ ଚଢ଼ାଉ

    ଭୁବନେଶ୍ଵର ଏମ୍‌ସରେ ସିବିଆଇ ଚଢ଼ାଉ

    ଝିଆରୀକୁ ଗର୍ଭବତୀ କଲା ପିଉସା

    ଝିଆରୀକୁ ଗର୍ଭବତୀ କଲା ପିଉସା