ଅଗ୍ନିକାଣ୍ଡ: ଶିଶୁକନ୍ୟା ସମେତ ୩ମୃତ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର ରୋହିଣୀ ଅଞ୍ଚଳରେ ଥିବା ଏକ ବସ୍ତିରେ ବୁଧବାର ଭୋରରୁ ଭୟଙ୍କର ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାରର ତିନି ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ସ୍ୱାମୀ, ସ୍ତ୍ରୀ ଏବଂ ସେମାନଙ୍କର ଦୁଇ ବର୍ଷର ଝିଅ ମଧ୍ୟ ସାମିଲ ଅଛନ୍ତି। ଏହି ଘଟଣା ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିଲା। ଅଗ୍ନିଶମ ବିଭାଗ ଅନୁଯାୟୀ, ବୌଦ୍ଧ ବିହାର ଅଞ୍ଚଳରେ ରାତି ପ୍ରାୟ ୨ଟାରେ ଅଗ୍ନିକାଣ୍ଡ ଘଟିଥିଲା। ସୂଚନା ପାଇବା ପରେ ତୁରନ୍ତ ଘଟଣାସ୍ଥଳକୁ ଛଅଟି ଦମକଳ ଗାଡ଼ି ପଠାଯାଇଥିଲା। ବହୁତ ପ୍ରୟାସ ପରେ ନିଆଁକୁ ନିୟନ୍ତ୍ରଣ କରାଯାଇଥିଲା। କିନ୍ତୁ ସେତେବେଳକୁ ତିନି ଜଣଙ୍କ ମୃତ୍ୟୁ ହୋଇସାରିଥିଲା।

  • Related Posts

    AK-203 ଇନସାସ ଯୁଗ ଗଲା, ଆସିଲା AK-203 ରାଇଫଲ

    ଭାରତର ପ୍ରଥମ ଶହେ ପ୍ରତିଶତ ସ୍ବଦେଶୀ ରାଇଫଲ ‘ଶେର’। ଇନସାସ ଯୁଗ ଗଲା, ଆସିଲା AK-203 ରାଇଫଲ। ଆମେଥିର କୋରୱା ଫ୍ୟାକ୍ଟ୍ରିରେ ଏହି ବନ୍ଧୁକର ସଫଳ ପରୀକ୍ଷଣ ହୋଇଛି।  ‘ଶେର’ ହେଉଛି ଏକ ଆସଲ୍ଟ ରାଇଫଲ୍। ଭାରତୀୟ ସେନାର ପୁରୁଣା INSAS…

    Continue reading
    tariff on canada କାନାଡ଼ା ଉପରେ ୫୦% ଶୁଳ୍କ ଲଗାଇଲା ଆମେରିକା

    ୱାଶିଂଟନ: ଦୀର୍ଘଦିନର ଆଲୋଚନା ବିଫଳ ହେବା ପରେ ଶନିବାରଠାରୁ କାନାଡ଼ା ସାମଗ୍ରୀ ଉପରେ ଆମେରିକା ୫୦% ସୀମା ଶୁଳ୍କ (ଟାରିଫ୍) ଲାଗୁ କରିଛି। ଏହାଦ୍ବାରା ଆମେରିକାକୁ କାନାଡ଼ାରୁ ହେଉଥିବା ପ୍ରାୟ ୨୦ ବିଲିୟନ ଡଲାର ମୂଲ୍ୟର ରପ୍ତାନି ପ୍ରଭାବିତ ହେବ। ଆମେରିକାର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ