ଅଟୋ ଭିତରେ ନାବାଳିକାଙ୍କୁ ଅସଦାଚରଣ

କଟକ: କଟକ ଜିଲ୍ଲା ୧୬ ନଂ ଜାତୀୟ ରାଜପଥରେ ଏକ ଅଟୋ ଭିତରେ ନାବାଳିକାଙ୍କୁ ଅସଦାଚରଣ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଚାଉଳିଆଗଞ୍ଜ ଥାନାରେ ମାମଲା ହୋଇଛି । ମିଳିଥିବା ସୂଚନା ଅନୁଯାୟୀ ନାବାଳିକା ଜଣକ ନିଜ ବାନ୍ଧବୀଙ୍କ ସହ ଜଗତପୁରରୁ କଟକ ଆସିଥିଲେ । କାମ ସାରି ଫେରିବାବେଳେ ଅସଦାଚରଣର ଶୀକାର ହୋଇଥିଲେ । ନାବାଳିକାଙ୍କ ବାନ୍ଧବୀ ଅଟୋରୁ ଓହ୍ଲାଇ ପାଣି ଆଣିବାକୁ ଯାଇଥିବାବେଳେ, ଅଟୋ ଚାଳକ ଜଣକ ପଛ ସିଟ୍ କୁ ଏଭଳି କାଣ୍ଡ ଘଟଣାଥିବା ଜଣାପଡିଛି। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

  • Related Posts

    ୮ ନକଲି ସିଆଇଡିକୁ ବାନ୍ଧିଲା ଅସଲି ପୁଲିସ

    ଭୁବନେଶ୍ୱର : ନକଲି ସିଆଇଡିଙ୍କୁ ବାନ୍ଧିଲା ଅସଲି ପୁଲିସ। ଚନ୍ଦ୍ରଶେଖର ପୁଲିସ ଏହି ନକଲି ସିଆଇଡି ଅଧିକାରୀଙ୍କୁ ଗିରଫ କରିଛି। ସିଆଇଡି ପରିଚୟ ଦେଇ ଏମାନେ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ। ଚନ୍ଦ୍ରଶେଖରପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଗିରଫ…

    Continue reading
    ଆଜି ଗୁଡ୍ ଫ୍ରାଇଡେ, ଚର୍ଚ୍ଚରେ ପ୍ରାର୍ଥନା କରୁଛନ୍ତି ଖ୍ରୀଷ୍ଟିଆନ୍ ଧର୍ମାବଲମ୍ବୀ

    ଆଜି ଗୁଡ୍ ଫ୍ରାଇଡେ। ମାନବ ଜାତି ପାଇଁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ବଳିଦାନର ସ୍ମୃତିଚାରଣ କରାଯାଉଛି । ଯୀଶୁଙ୍କ ବଳିଦାନକୁ ମନେ ପକାଇ ଚର୍ଚ୍ଚରେ ପ୍ରାର୍ଥନା କରୁଛନ୍ତି ଖ୍ରୀଷ୍ଟିଆନ୍ ଧର୍ମାବଲମ୍ବୀ ଭାଇ ଭଉଣୀ । ଏଥିପାଇଁ ସକାଳୁ ଉଭୟ ବାପ୍‌ଟିଷ୍ଟ ଓ କ୍ୟାଥଲିକ୍‌…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ