ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରୁଛି। ଭୁବନେଶ୍ୱର, କଟକ, ଢେଙ୍କାନାଳ ଓ ଯାଜପୁର ସମେତ ଏକକାଳୀନ ୬ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ରେଡ୍‌ କରୁଛି। ଭୁବନେଶ୍ଵର ବରମୁଣ୍ଡା ହାଉସିଂ ବୋର୍ଡ କଲୋନୀରେ ଥିବା ଆବାସିକ ୩ ମହଲା କୋଠା, ଯାଜପୁର ବଡଚଣାରେ ଥିବା ପୈତୃକ ଘର, ଢେଙ୍କାନାଳ ଦେଉଳା ସାହିରେ ଥିବା ତାଙ୍କ ସମ୍ପର୍କୀୟଙ୍କ ଘର, ଭୁବନେଶ୍ଵରରେ ଥିବା ତାଙ୍କ କାର୍ୟ୍ୟାଳୟ, ଢେଙ୍କାନାଳର ଭାପୁରରେ ଥିବା ଏକ ଦୁଇ ମହଲା କୋଠା ଏବଂ ଫାର୍ମ ହାଉସ, କଟକ ଜିଲ୍ଲା ଚାଉଳିଆଗଞ୍ଜର ନୟାବଜାରଠାରେ ଥିବା ତାଙ୍କ ନିକଟତମ ସହଯୋଗୀଙ୍କ ଘରେ ଛାନଭିନ୍ ଜାରି ରହିଛି।

  • Related Posts

    ଭିଜିଲାନ୍ସ ହାତରେ ଧରା ପଡ଼ିଲେ ରାଜସ୍ୱ ନିରୀକ୍ଷକ

    ଭୁବନଶ୍ୱେର : ଜମି ପଟ୍ଟା କରିବା ପାଇଁ କ୍ଷେତ୍ର ପରିଦର୍ଶନ ରିପୋର୍ଟ ଦେବାକୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବାଲେଶ୍ୱର ଖଇରା ତହସିଲର ତୁଡ଼ିଗାଡ଼ିଆ ରାଜସ୍ୱ ନିରୀକ୍ଷକ (ଆରଆଇ) ଶରତ କୁମାର ସେଠୀ।…

    Continue reading
    ଡିଜିପି ଚୟନ ବିବାଦ; ଆଜି ସୁପ୍ରିମକୋର୍ଟରେ ହେବନି ଶୁଣାଣି

    ଓଡ଼ିଶା ଡିଜିପି ଚୟନ ବିବାଦ ନେଇ ସୁପ୍ରିକୋର୍ଟରେ ଶୁଣାଣି ପ୍ରସଙ୍ଗ। ଆଜି ହେବନାହିଁ ସୁପ୍ରିମକୋର୍ଟରେ ଶୁଣାଣି। ଆଜି ସୁପ୍ରିମକୋର୍ଟରେ ଶୁଣାଣି ଲାଗି ମାମଲା ତାଲିକାଭୁକ୍ତ କରାଯାଇନାହିଁ । ଡିଜିପି ଚୟନ ବିବାଦ ନେଇ ସୁପ୍ରିମକୋର୍ଟରେ ହୋଇଛି ଜନସ୍ବାର୍ଥ ମାମଲା। ପୋଲିସ୍ ଡିଜି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ