ଅଦିନିଆ ବର୍ଷା ପ୍ରାକୃତିକ ବିପର୍ଯ୍ୟୟ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି । କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ ଅଦିନିଆ ବର୍ଷା ହେଉଛି ଏକ ପ୍ରାକୃତିକ ବିପର୍ଯ୍ୟୟ । ଫଳରେ ପ୍ରାକୃତିକ ବିପର୍ଯ୍ୟୟବେଳେ ହେଉଥିବା କ୍ଷୟକ୍ଷତି ପାଇଁ ଯେମିତି ସହାୟତା ପ୍ରଦାନ କରାଯାଏ ସେମିତି ଅଦିନିଆ ବର୍ଷା ଜନିତ କ୍ଷୟକ୍ଷତି ପାଇଁ ମଧ୍ୟ ଅନୁରୂପ ସହାୟତା ପ୍ରଦାନ କରାଯିବ ।

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନାର ରିଲିଫ ପାଣ୍ଠିରୁ ସହାୟତା ଦିଆଯିବ । ୩୩ ପ୍ରତିଶତରୁ ଅଧିକ ଫସଲ ନଷ୍ଟ ହୋଇଥିଲେ ସହାୟତା ଦିଆଯିବ । ଅଦିନିଆ ବର୍ଷାରେ ୬ ଲକ୍ଷ ୬୬ହଜାର ୭୦୦ ଚାଷୀ କ୍ଷତିଗ୍ରସ୍ତ ହୋଇଛନ୍ତି । ୨ ଲକ୍ଷ ୯୧ ହଜାର ହେକ୍ଟର ଫସଲ କ୍ଷତିଗ୍ରସ୍ତ ହୋଇଛି । ଯେଉଁଥି ପାଇଁ ୧୯୧ କୋଟି ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ।

  • Related Posts

    ବିଜେପିର ୪୬ ତମ ପ୍ରତିଷ୍ଠା ଦିବସ: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

    ଭୁବନେଶ୍ବର: ବିଶ୍ବର ସର୍ବବୃହତ ରାଜନୈତିକ ଦଳ ବିଜେପିର ଆଜି ୪୬ ତମ ପ୍ରତିଷ୍ଠା ଦିବସ । ୪୫ ବର୍ଷ ତଳେ ଆଜିର ଦିନରେ ଅର୍ଥାତ ୬ ଏପ୍ରିଲ ୧୯୮୦ରେ ତିଆରି ହୋଇଥିଲା ଭାରତୀୟ ଜନତା ପାର୍ଟୀ। ବିଜେପିର ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା…

    Continue reading
    କଟକ ନେତାଜୀ ବସ ଟର୍ମିନାଲ ସ୍ଥାନାନ୍ତର ଦାବି ଉଠାଇଲେ ଭର୍ତ୍ତୃହରି

    କଟକ : କଟକ ନେତାଜୀ ବସ ଟର୍ମିନାଲରେ ସ୍ଥାନାନ୍ତର ନେଇ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କ ଦାବି । ଭର୍ତ୍ତୃହରି କହିଛନ୍ତି, କଟକ ବସ ଗମନାଗମନ ସୁଗମ କରିବାକୁ କାଠଯୋଡ଼ି ଉପରେ ୧୩୦ କୋଟି ଟଙ୍କା ବ୍ୟୟରେ ୬ ଲେନ୍ ସେତୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ