ଅ‌ପ୍ରେଲ୍‌ ୧ରୁ ଭୁବନେଶ୍ବରରୁ ଗୋଆକୁ ଉଡ଼ିବ ବିମାନ

ଭୁବନେଶ୍ବର: ବିମାନ ସେବା କ୍ଷେତ୍ରରେ ଓଡ଼ିଶା ଇତିହାସରେ ଆଉ ଏକ ଫର୍ଦ୍ଦ ଯୋଡ଼ି ହେବାକୁ ଯାଉଛି। ଆସନ୍ତା ଅପ୍ରେଲ୍‌ ୧ ତାରିଖ ଠାରୁ ଉତ୍କଳ ଦିବସ ଅବସରରେ ଓଡ଼ିଶାରୁ ଗୋଆକୁ ସିଧାସଳଖ ବିମାନ ସେବା ଉପଲବ୍ଧ ହେବାକୁ ଯାଉଛି। ଭୁବନେଶ୍ବରରୁ ଗୋଆକୁ ବିମାନ ସଂଯୋଗୀକରଣ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଶଂସା କରିଛନ୍ତି। ରାଜ୍ୟ ସରକାରଙ୍କ ନ୍ୟୁ ଡେଷ୍ଟିନେସନ୍‌ ପଲିସି ଅନୁଯାୟୀ ଭୁବନେଶ୍ବରରୁ ଗୋଆକୁ ବିମାନ ଚଳାଚଳ କରିବ। ଆସନ୍ତା ଅପ୍ରେଲ୍‌ ୧ ତାରିଖ ଠାରୁ ଭୁବନେଶ୍ବରରୁ ଗୋଆକୁ ପ୍ରତି ମଙ୍ଗଳବାର, ବୁଧବାର, ଗୁରୁବାର ଓ ଶନିବାର ଦିନ ବିମାନ ଚଳାଚଳ କରିବ। ଘରୋଇ ବିମାନ କଂପାନି ‘ଇଣ୍ଡିଗୋ’ରେ ଭୁବନେଶ୍ବରରୁ ବିମାନଯାତ୍ରୀମାନେ ଗୋଆ ଯାଇପାରିବେ। ପୁଣି ଯାତ୍ରମାନେ ଚାହିଁଲେ ଗୋଆରୁ ଇଣ୍ଡିଗୋର ବିମାନରେ ଭୁବନେଶ୍ବର ଫେରିପାରିବେ।

୨୦୨୫ ଅପ୍ରେଲ୍‌ ୧ ତାରିଖ ଠାରୁ ଓଡ଼ିଶାରୁ ସିଧାସଳଖ ବିମାନ ସେବା ଉପଲବ୍ଧ ହେବାକୁ ଯାଉଛି। ଭୁବନେଶ୍ବରରୁ ଗୋଆକୁ ବିମାନ ସଂଯୋଗୀକରଣ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଶଂସା କରିଛନ୍ତି

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ