ଭୁବନେଶ୍ବର,07।09: ଏୟାରଲିଫ୍ଟ ହୋଇପାରନ୍ତି ସଙ୍ଗୀତ ନିର୍ଦେଶକ ଅଭିଜିତ ମଜୁମଦାର। ଭୁବନେଶ୍ଵର ଏମ୍ସରୁ ତାଙ୍କୁ ଦିଲ୍ଲୀ ସ୍ଥାନାନ୍ତର କରାଯାଇପାରେ। ଏ ସମ୍ପର୍କରେ ଭୁବନେଶ୍ଵର ଏମ୍ସ ପକ୍ଷରୁ ଦିଲ୍ଲୀ ଏମ୍ସ ସହିତ ଆଲୋଚନା ଜାରି ରହିଥିବା ସୂଚନା ମିଳିଛି। ଅନ୍ୟପଟେ ରବିବାର ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଭୁବନେଶ୍ଵର ଏମ୍ସକୁ ଯାଇ ଅଭିଜିତଙ୍କ ସ୍ଵାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ମନ୍ତ୍ରୀ ଅଭିଜିତଙ୍କ ଚିକିତ୍ସା କରୁଥିବା ଡାକ୍ତରୀ ଟିମ ସହିତ ଆଲୋଚନା କରିଥିବା ଜଣାଯାଇଛି।
କୌଣସି ବି ଶିଶୁ ଶିକ୍ଷାରୁ ବଞ୍ଚିତ ହେବେ ନାହିଁ- ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର :ସାହିଗଳିରେ ବିଦ୍ୟା ଆରମ୍ଭ ପର୍ବକୁ ଉତ୍ସବ ଭାବେ ପାଳନ କରାଯାଉଛି। ଏହାଦ୍ୱାରା ପିଲାଙ୍କ ନାମଲେଖା ପାଇଁ ବାପା ମା’ମାନେ ଉତ୍ସାହିତ ହେଉଛନ୍ତି। ଆଜି ରାଜ୍ୟ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…




