ଅମିତ ଶାହଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

ଭୁବନେଶ୍ୱର : ଅମିତ ଶାହଙ୍କ ଓଡ଼ିଶା ଗସ୍ତ ସ୍ଥଗିତ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ୟ୍ୟକ୍ରମକୁ ସ୍ଥଗିତ ରଖାଯାଇଛି । ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଏନେଇ ସୂଚନା ଦେଇଛନ୍ତି ।

ଆସନ୍ତା ୧୦ ଓ ୧୧ ତାରିଖରେ ସମ୍ବଲପୁର ଏବଂ ଭୁବନେଶ୍ୱର ଗସ୍ତରେ ଆସିଥିବାର ଥିଲେ କେନ୍ଦ୍ର ଗୃହ ମନ୍ତ୍ରୀ । ଏହି ଅବସରରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ସହ ଜନସଭାକୁ ସମ୍ଭୋଧନ କରିବାର କାର୍ୟ୍ୟକ୍ରମ ଥିଲା । ତେବେ ବର୍ତ୍ତମାନ ସମୟରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଲାଗିରହିଥିବା ଉତ୍ତେଜନା ଲାଗି କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତକୁ ସ୍ଥଗିତ ରଖାଯାଇଛି । ବର୍ତ୍ତମାନ ସମୟରେ ଅମିତ ଶାହଙ୍କୁ ଦୁଇ ଦିନିଆ ଓଡ଼ିଶା ଗସ୍ତକୁ ସ୍ଥଗିତ ରଖାଯାଇଛି ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ଡବଲ ଇଞ୍ଜିନ ସରକାର ଓଡ଼ିଶାର ଛବିକୁ ପୁରା ମଳିନ କରି ସାରିଲେଣି: ନବୀନ

    ଭୁବନେଶ୍ୱର : ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳୀୟ ସରକାରଙ୍କ ଉପରେ ଜୋରଦାର୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ