ଆଇଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ରାଜ୍ୟରେ ଆଇଏଏସ୍ ସ୍ତରରେ ଅଦଳବଦଳ। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜାରି ବିଜ୍ଞପ୍ତି ଅନୁସାରେ..
୧) ଏନ୍‌.ଥିରୁମାଲା ନାଏକ – ସ୍କୁଲ୍ ଓ ଗଣିଶଇକ୍ଷା ବିଭାଗ ସଚିବ
୨) ମାନସୀ ନିମ୍ଭାଲ – ଉଠା ଜଳସେଚନ ନିଗମ ଏମ୍‌ଡି
୩) ସୁରେନ୍ଦ୍ର କୁମାର ମୀନା – ଏସ୍‌ସି/ଏସି ବିକାଶ ବିାଭଗର ଅତିରିକ୍ତ ସଚିବ
୪) ଶୁଭଶ୍ରୀ ନନ୍ଦ – ଯୋଜନା ଓ ସଂଯୋଜନା ବିଭାଗର ଅତିରିକ୍ତ ସଚିବ
୫) ବିଏମ୍‌ସି କମିଶନର ଚଞ୍ଚଳ ରାଣାଙ୍କୁ ଅତିରିକ୍ତ ଦାୟିତ୍ୱ। ବିଡିଏ ଉପାଧ୍ୟକ୍ଷ ଓ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍‌ର ଏମ୍‌ଡି।
୬) ଗିରିଶ ଏସ୍‌.ଏନ୍ – ମିଶନ ଶକ୍ତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ
୭) ପ୍ରେମ୍‌ଜିତ୍ ନାୟକ – ଏସ୍‌ଟି ବିଭାଗର ନିର୍ଦ୍ଦେଶକ
୮) ଦୀପଙ୍କର ମହାପାତ୍ର – ପର୍ୟ୍ୟଟନ ବିଭାଗର ନିର୍ଦ୍ଦେଶକ
୯) ପ୍ରଣତି ଛୋଟରାୟ – ଗୃହ ବିଭାଗର ଅତିରିକ୍ତ ସଚିବ
୧୦) ନିବେଦିତା ପୃଷ୍ଟି – ବୟନିକା ଏମ୍‌ଡି
୧୧) ମଧୁସ୍ମିତା ସାମଲ – ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଅତିରିକ୍ତ ସଚିବ
୧୨) ସଞ୍ଜୟ କୁମାର ବିଶ୍ୱାଳ – ବାଣିଜ୍ୟ ଓ ପରିବହନ ବିଭାର ଅତିରିକ୍ତ ସଚିବ
୧୩) କାହ୍ନୁ ଚରଣ ଧୀର – ମହିଳା ଓ ଶିଶୁ ବିଭାଗ, ମିଶାନ ଶକ୍ତି ଏବଂ ପର୍ୟ୍ୟଟନ ଓ ପରିବହନ ବିଭାଗର ନିର୍ଦ୍ଦେଶକ

  • Related Posts

    ଓଡ଼ିଶାକୁ ସର୍ବାଧିକ ବିଶ୍ୱକର୍ମା ପୁରସ୍କାର

    ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀସ୍ଥିତ ବି.ଆର୍‌. ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରଠାରେ ସି.ଆଇ.ଡି.ସି. ଦ୍ୱାରା ଆୟୋଜିତ ୧୭ତମ ବିଶ୍ୱକର୍ମା ପୁରସ୍କାର ବିତରଣ ଉତ୍ସବରେ ଓଡ଼ିଶା ସରକାରଙ୍କ ଦ୍ୱାରା ଆବେଦନ କରାଯାଇଥିବା ୧୦ଟି ପ୍ରକଳ୍ପକୁ ମିଶାଇ ସର୍ବମୋଟ ୧୭ଟି ପ୍ରକଳ୍ପକୁ ବିଭିନ୍ନ ବିଭାଗରେ ପୁରସ୍କୃତ କରାଯାଇଛି ।…

    Continue reading
    ଲଙ୍ଗଳକଣ୍ଟି ଠାରେ ଅଣ୍ଡରପାସ୍ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

    କେନ୍ଦୁଝର, ଭୁବନେଶ୍ୱର: ସଡ଼କ ସୁରକ୍ଷାରେ ଉନ୍ନତି ଆଣିବା ଏବଂ ଟ୍ରାଫିକ୍ ଗତିକୁ ସହଜ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝରର ଲଙ୍ଗଳାକାଣ୍ଟି ଠାରେ ନୂତନ NH-20ର ପାଣିକୋଇଲି-ରିମୁଲି ସେକ୍ସନରେ ନବନିର୍ମିତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ