ଆଇଏଏସ୍‌ ସ୍ତରରେ ଅଦଳବଦଳ

ନୂଆ ବର୍ଷ ଆରମ୍ଭରୁ ପାୱାର କରିଡରରେ ହେଲାଣି ହଲଚଲ। ପ୍ରାୟ ୫ ମାସ ତଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଥିବା ଅରିନ୍ଦମ ଡାକୁଆଙ୍କ ବଦଳି ହୋଇଛି। ତେବେ ତାଙ୍କ ସ୍ଥାନରେ କିଏ ଏହି ପଦ ସମ୍ଭାଳିବେ ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳି ପାରିନି।

ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଅରିନ୍ଦମ ଡାକୁଆ ପୌର ପ୍ରଶାସକ ହେଲେ । ତାଙ୍କୁ ପୌର ପ୍ରଶାସକ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ମିଳିଛି ।

ଏନବିଏସ୍ ରାଜପୁତ ହେଲେ ସାଧାରଣ ଉଦ୍ୟୋଗ ବିଭାଗ ପ୍ରମୁଖ ସଚିବ । ଟି. ଆଓ ହେଲେ ଯୋଜନା ଓ ସଂଯୋଜନ ବିଭାଗ ସ୍ୱତନ୍ତ୍ର ସଚିବ । ଭୂପେନ୍ଦ୍ର ସିଂ ପୁନିଆଁଙ୍କୁ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏଥିସହ ପ୍ରେମଚନ୍ଦ୍ର ଚୌଧୁରୀ ହେଲେ ବୟନ ଶିଳ୍ପ ଓ ହସ୍ତତନ୍ତ ବିଭାଗ ନିର୍ଦ୍ଦେଶକ ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୧୧ ବ୍ୟାଚ୍ ଆଇଏଏସ୍ ଅରିନ୍ଦମ ଡାକୁଆଙ୍କୁ ଗତ ଜୁଲାଇ ମାସରେ ନିଯୁକ୍ତି ମିଳିଥିଲା।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ