ଆଇପିଏଲ୍‌ ୨୦୨୬: ୧୪୩ ରନ୍‌ କଲେ ଜିତିବ କୋଲକାତା ନାଇଟ୍‌ ରାଇଡର୍ସ

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୨୦୨୬ର ୫୧ତମ ମୁକାବିଲାରେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ କୋଲକାତା ନାଇଟ୍‌ ରାଇଡର୍ସ ମୁହାଁମୁହିଁ ହୋଇଛନ୍ତି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମୁକାବିଲାରେ କୋଲକାତା ଟସ୍‌ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଆଜିଙ୍କ୍ୟ ରହାଣେଙ୍କ ନେତୃତ୍ବରେ କୋଲକାତା ସଫଳ ବୋଲିଂ ରଣନୀତି କରିଥିଲା। ଦିଲ୍ଲୀ ନିଜର ପଡ଼ିଆରେ ନିର୍ଦ୍ଧାରିତ ୨୦ ଓଭରରେ ୮ଟି ୱିକେଟ୍‌ ହରାଇ ୧୪୨ ରନ୍‌ କରିଛି। କୋଲକାତାକୁ ଏହି ମ୍ୟାଚ୍‌ ଜିତିବା ପାଇଁ ୧୪୩ ରନ୍‌ର ଲକ୍ଷ୍ୟ ମିଳିଛି।

  • Related Posts

    ରାଜ୍ୟସ୍ତରୀୟ କବାଡି ପ୍ରତିଯୋଗିତା ପାଇଁ ଖେଳାଳୀ ଚୟନ ଶିବିର

    ଦେବଗଡ଼:ଆସନ୍ତା ଅଗଷ୍ଟ ୧୩ ରୁ ୧୬ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ଵରରେ ୫୨ତମ ଜୁନିୟର ରାଜ୍ୟସ୍ତରୀୟ କବାଡି(କୋଡିଏ ବର୍ଷ ରୁ କମ ବାଳକ ଓ ବାଳିକା ବର୍ଗ)ପ୍ରତିଯୋଗିତା ଅନୁଷ୍ଠିତ ହେବ।ଏହି ପ୍ରତିଯୋଗିତାରେ ଭାଗ ନେବା ପାଇଁ ଆଜି ଜିଲ୍ଲା କ୍ରୀଡା ସଂସଦ ପକ୍ଷରୁ…

    Continue reading
    ଆପଣଙ୍କର ଏହିସବୁ ଅଭ୍ୟାସ ଡାକି ଆଣୁଛି ବିପଦ: ବେଳ ହୁଁ ସତର୍କ ରହି ଏଥିରୁ ନିବୃତ୍ତ ରୁହନ୍ତୁ

    ଆଜିକାଲି ଅଧିକାଂଶ ଲୋକ ମାନସିକ ଦୁଶ୍ଚିନ୍ତା ରହୁଥିବାର ଦେଖାଯାଉଛି। ଫଳରେ ହୃଦରୋଗ ଭଳି ମାରାତ୍ମକ ସମସ୍ୟା ସୃଷ୍ଟି ହେଉଛି। କାରଣ ଆମର ଦୈନନ୍ଦିନ ଜୀବନ ଶୈଳୀରେ ଆମେ ଯାହା କରୁଛନ୍ତି ତାହାର ପ୍ରଭାବ ସିଧାସଳଖ ଆପଣଙ୍କ ମସ୍ତିଷ୍କ ଉପରେ ପଡ଼ୁଛି। ଆମେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ