ଆଇସିସି ରିପୋର୍ଟ ଦାଖଲ କରିନଥିବାରୁ ଦରମା ବନ୍ଦ ନିର୍ଦ୍ଦେଶ

କଟକ: କଟକ ଜିଲାର ଅଧାରୁ ଅଧିକ କଲେଜ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଆଭ୍ୟନ୍ତରୀଣ ଅଭିଯୋଗ କମିଟି ରିପୋର୍ଟ ଦାଖଲ କରିନଥିବାରୁ କାର୍ୟ୍ୟାନୁଷ୍ଠାନ ନିଆଯାଇଛି । ଜିଲାର ୨୧୦ଟି କଲେଜଙ୍କୁ ଆଇସିସି ରିପୋର୍ଟ ମାଗିଥିଲା ଜିଲ୍ଲା ପ୍ରଶାସନ । ଅଭିଯୋଗକାରିଣୀଙ୍କ ଯୋଗାଯୋଗ ଠିକଣା ସହ ମୁଖ୍ୟଙ୍କ ହସ୍ତାକ୍ଷର ମଗାଯାଇଥିଲା । ଅଧାରୁ ଅଧିକ କଲେଜ ଚିଠିର ଉତ୍ତର ଦେଇନଥିବାରୁ କଡା କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ରିପୋର୍ଟ ଦେଇନଥିବାରୁ କଲେଜ କର୍ମଚାରୀଙ୍କ ଦରମା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଆସନ୍ତା ୨୪ଘଣ୍ଟାରେ ପୂର୍ଣ୍ଣାଙ୍ଗ ଆଇସିସି ରିପୋର୍ଟ ନଦେଲେ ନିଲମ୍ବିତ ହେବେ କଲେଜ ଅଧ୍ୟକ୍ଷ ।

  • Related Posts

    ଓଡ଼ିଶାର ୩ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

    · ଦେଶର ମୋଟ୍‌ ୪ଟି ରେଳ ଲାଇନ୍‌ ସମ୍ପ୍ରସାରଣ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି ଦ୍ୱାରା ଓଡ଼ିଶା, ପଶ୍ଚିମବଙ୍ଗ, ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶର ଆଠଟି ଜିଲ୍ଲା ହେବେ ଉପକୃତ · ଏସବୁ ରେଳ ଲାଇନ ନିର୍ମାଣ ଦ୍ୱାରା ଭାରତୀୟ ରେଳବାଇର ବର୍ତ୍ତମାନର…

    Continue reading
    ରାଇକିଆରେ ଭୀମ ଭୋଇ ସାମର୍ଥ୍ୟ ଅଭିଯାନ ଶିବିର

    ୩୬୬ ଜଣଙ୍କ ପଞ୍ଜୀକରଣ, ୨୮୨ ଜଣଙ୍କୁ ୟୁଡିଆଇଡି ପ୍ରମାଣପତ୍ର ପାଇଁ ଚିହ୍ନଟ ରାଇକିଆ: କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକ ପରିସରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଏବଂ ରାଇକିଆ ବ୍ଲକ ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ଭୀମ ଭୋଇ ସାମର୍ଥ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ