ଆଜିଠାରୁ ସମ୍ବଲପୁର ଜିଲ୍ଲାରେ ସକାଳୁଆ ଅଫିସ ଆରମ୍ଭ

ସମ୍ବଲପୁର : ଆଜିଠାରୁ ସମ୍ବଲପୁର ଜିଲ୍ଲାରେ ସକାଳୁଆ ଅଫିସ ଆରମ୍ଭ। ଏନେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି ସମ୍ବଲପୁର ଜିଲ୍ଲାପାଳ। ଗୁରୁବାର ଠାରୁ ସକାଳ ୭ଟାରୁ ଅପରାହ୍ନ ୧ଟା ଯାଏଁ ଜିଲ୍ଲାରେ ସମସ୍ତ ଅଫିସ କାର୍ୟ୍ୟ କରିବା ନେଇ ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି। ଏହି ସମୟ ସାରଣୀ ମଧ୍ୟରେ କୌଣସି ପ୍ରକାରର ଲଞ୍ଚ୍ ବ୍ରେକ୍ ରହିବ ନାହିଁ। ପ୍ରବଳ ରୌଦ୍ରତାପକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି।

ତତଲା ତାୱାରେ ଫୁଟୁଛି ଗାଁଠୁ ସହର । ସବୁ ପୁରୁଣା ରେକର୍ଡ ଭାଙ୍ଗିବ ଚଳିତ ବର୍ଷର ତାତି। ଉତ୍ତର ଏବଂ ପଶ୍ଚିମ ଭାରତରେ ତାତି ପାଇଁ ତ୍ରାହି ତ୍ରାହି ଡାକୁଛନ୍ତି ଲୋକେ । ୨୦୨୪ ଅପେକ୍ଷା ୨୦୨୫ ତାତିର ସବୁ ରେକର୍ଡ କାଟି ତତଲା ବର୍ଷ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ଏପ୍ରିଲର ମୁଣ୍ଡଫଟା ଖରା ଦେଖି ଆଗାମୀ ମାସର ଖରା ଏବଂ ଗ୍ରୀଷ୍ମ ପ୍ରବାହକୁ ଏବେଠୁ ଆକଳନ କରାଗଲାଣି । ଯଦି ୨୦୨୫ ସବୁଠୁ ଉତ୍ତପ୍ତ ବର୍ଷ ହୁଏ ତେବେ ନିତିଦିନିଆ ଜୀବନରେ ମଣିଷ ପାଇଁ ବଞ୍ଚିବା କଠିନ ହୋଇପଡ଼ିବ ।

  • Related Posts

    ‘କ୍ରାଇମବ୍ରାଞ୍ଚ ଚାପମୁକ୍ତ ହୋଇ କରୁଛି ତଦନ୍ତ’

    ବାଲିଅନ୍ତା : ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଡିଜିପିଙ୍କ ବଡ଼ ବୟାନ । ପୁଲିସ ଡିଜି ବିନୟତୋଷ ମିଶ୍ର ବଡ଼ ସୂଚନା ଦେଇଛନ୍ତି । କହିଛନ୍ତି, କ୍ରାଇମବ୍ରାଞ୍ଚ ସମ୍ପୂର୍ଣ୍ଣ ପ୍ରୋଫେସନାଲ୍ ଭାବେ କାର୍ଯ୍ୟ କରୁଛି । କୌଣସି ବାହ୍ୟ ଚାପ…

    Continue reading
    ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ଉପରେ ରହିବ ନଜର-ପୋଲିସ ଡିଜି

    ଛାତ୍ର ସଂସଦ ନିର୍ବାଚନକୁ ନେଇ ଏବେଠୁ କଡ଼ା ହୋଇଛି ପୋଲିସ ପ୍ରଶାସନ। କଲେଜ ନିର୍ବାଚନ ସମୟରେ କ୍ୟାମ୍ପସ୍‌ରେ ଯେପରି କୌଣସି ପ୍ରକାର ଅଶାନ୍ତି କିମ୍ବା ଗଣ୍ଡଗୋଳ ସୃଷ୍ଟି ନହୁଏ, ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ଅଣଛାତ୍ରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ