ଆଜିଠୁ ଗାଁରେ ଡେରା ପକାଇବେ ବିଜେପି ନେତା, ଘରକୁ ଘର ବୁଲି ସଫଳତା ବଖାଣିବେ

ଭୁବନେଶ୍ୱର: ଆଜିଠୁ ଗାଁକୁ ଯିବେ ବିଜେପି ନେତା । ଆସନ୍ତା ୧୨ ତାରିଖ ପର୍ୟ୍ୟନ୍ତ ଗାଁରେ ଡେରା ପକାଇବେ । ଘରକୁ ଘର ବୁଲି ସରକାରର ସଫଳତା ବଖାଣିବେ । ଏଭଳି ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର ।

ଶ୍ରୀ ତୋମାର କହିଛନ୍ତି, ପଞ୍ଚାୟତ ନିର୍ବାଚନକୁ ନେଇ ଗାଁକୁ ଯିବ ବିଜେପି । ତୃଣମୁଳସ୍ତରରୁ ସଙ୍ଗଠନକୁ ମଜଭୁତ କରିବା ପାଇଁ ଏହି ଅଭିଯାନ ଆରମ୍ଭ ହୋଇଛି । ବୁଥ୍‌ଓ୍ବାରି ଲୋକଙ୍କ ସହ ଯାଡ଼ି ହେବ ବିଜେପି ବୋଲି ଶ୍ରୀ ତୋମାର କହିଛନ୍ତି।

ଟାର୍ଗେଟରେ ୨୦୨୭ ପଞ୍ଚାୟତ ନିର୍ବାଚନ । ଲୋକଙ୍କ ପାଖରେ ପହଞ୍ଚିବାକୁ ବିଜେପି। ଆରମ୍ଭ କରିବ ଗାଁ ଚାଲ ଅଭିଯାନ। ମୋହନ ସରକାରଙ୍କ ସଫଳତା ଲୋକଙ୍କ ପାଖରେ ବଖାଣି। ରାଜ୍ୟରେ ବିକାଶକୁ ଅବଗତ କରାଇବେ ବିଜେପି ନେତା । ଏଥି ସହିତ ଗାଁ ସ୍ତରରେ ସଙ୍ଗଠନକୁ ମଜୁବତ କରିବ ଦଳ।

  • Related Posts

    ଜିଲ୍ଲା ଭାଜପା ମହିଳା ମୋର୍ଚ୍ଚା ସାଧାରଣ ସମ୍ପାଦିକାଙ୍କୁ ସମ୍ବର୍ଦ୍ଧନା

    ରାଇକିଆ: କନ୍ଧମାଳ ଜିଲ୍ଲା ଭାଜପା ମହିଳା ମୋର୍ଚ୍ଚାର ସାଧାରଣ ସମ୍ପାଦିକା ଭାବେ ମନୋନୀତ ହୋଇଥିବା ରାଇକିଆ ସରପଞ୍ଚ ଶ୍ରୀମତୀ ଗୀତାଞ୍ଜଳି ନାୟକଙ୍କୁ ଭାଜପା ପକ୍ଷରୁ ଅଭିନନ୍ଦନ ସହ ସମ୍ବର୍ଦ୍ଧିତ କରାଯାଇଛି। ଦଳରେ ତାଙ୍କର ଦାୟିତ୍ୱ ଓ ସାଙ୍ଗଠନିକ କାର୍ଯ୍ୟକୁ ନେଇ ଦଳୀୟ…

    Continue reading
    କଂଗ୍ରେସ ତୁଷ୍ଟୀକରଣ ରାଜନୀତିରେ ମାତିଛି :ଶାହ

    ଦେଶର ଜାତୀୟ ଗୀତ ବନ୍ଦେ ମାତରମ ଗାନକୁ ନେଇ ବିବାଦ। ସରକାରୀ କାର୍ଯ୍ୟକ୍ରମରେ ବନ୍ଦେ ମାତରମର ୬ଟି ଷ୍ଟାଞ୍ଜା ଗାନ କରିବାକୁ ସରକାର କରିଥିବା ନିୟମକୁ ମାନିବାକୁ ମନା କରି ଦେଇଛି କଂଗ୍ରେସ। ୬ ଷ୍ଟାଞ୍ଜା ବଦଳରେ କଂଗ୍ରେସ ୧୯୩୭ରେ ଅନୁମୋଦନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ