ଆଜିଠୁ ପୁଣି ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର

ଭୁବନେଶ୍ୱର: ଶ୍ରୀମନ୍ଦିରରେ ଭିଡ଼ କମିଥିବାରୁ ଆଜିଠୁ ପୁଣି ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର ୪ଦ୍ୱାର। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ- ଆଜିଠୁ ୪ ଦ୍ୱାର ଦେଇ ସାଧାରଣ ଦର୍ଶନାର୍ଥୀ ପ୍ରବେଶ କରିବେ, କିନ୍ତୁ କେବଳ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ।ସିଂହ ଦ୍ୱାର ବ୍ୟତୀତ ଅନ୍ୟ ୩ ଦ୍ୱାର ଦେଇ ଶ୍ରଦ୍ଧାଳୁ ପ୍ରସ୍ଥାନ କରିବେ। ହେଲେ ସେବକ ଓ ତାଙ୍କ ପରିବାର ଲୋକେ କିନ୍ତୁ ସମସ୍ତ ୪ ଦ୍ୱାର ଦେଇ ପ୍ରବେଶ ସହ ପ୍ରସ୍ଥାନ କରିପାରିବେ। କାର୍ତ୍ତିକ ମାସ ପାଇଁ ଗତ ୧୮ ତାରିଖରୁ ଭକ୍ତମାନେ ସିଂହଦ୍ୱାର ଏବଂ ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରୁଥିଲେ, ହେଲେ ଅହେତୁକ ଭିଡ଼ ପାଇଁ ପଞ୍ଚୁକ ୪ ଦିନ ପଶ୍ଚିମ ଦ୍ୱାର ରବାଟେ ବି ପ୍ରବେଶ କଟକଣା ଲଗାଇ କେବଳ ସିଂହଦ୍ୱାର ବାଟେ ଭକ୍ତଙ୍କୁ ଛଡ଼ା ଯାଉଥିଲା।

  • Related Posts

    ୫ ଜିଲ୍ଲାକୁ ଝଡ଼ବର୍ଷା ସତର୍କତା

    ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ଗରମ, ଉପକୂଳରେ ଥଣ୍ଡା। ଗତ କିଛି ଦିନ ହେବ ରାଜ୍ୟରେ ଏଭଳି ତାପମାତ୍ରା ଦେଖିବାକୁ ମିଳିଛି। ରାଜ୍ୟକୁ ହଟ୍ ଆଣ୍ଡ ହିମ୍ୟୁଡିଟି ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୩ ଦିନ ପାଇଁ ଗରମ ଗୁଳିଗୁଳି ନେଇ…

    Continue reading
    ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ ମୃତ

    ଆସିକା: ଶେଷରେ ଜୀବନ ହାରିଲେ କିରୋସିନି ଢାଳି ନିଆଁରେ ଗୁରୁତର ଯୁକ୍ତ ୩ ଛାତ୍ରୀ । ବ୍ରହ୍ମପୁର ଏମକେସିଜି ମେଡିକାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ଗଞ୍ଜାମ ଜିଲ୍ଲା ଆସିକା ଭେଟନଇ ଗାଁର ଛାତ୍ରୀଙ୍କର । ଗତ ୨୮ ତାରିଖରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ