ଆଜିଠୁ ପୁଣି ରତ୍ନଭଣ୍ଡାର ମରାମତି

ପୁରୀ : ଆଜିଠୁ ପୁଣି ଥରେ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ। ମକର ସଂକ୍ରାନ୍ତି, ପୁଷ୍ୟାଭିଶେକ ନୀତି ଏଭଳି କିଛି ନୀତି ଏବଂ ଶ୍ରଦ୍ଧାଳୁଙ୍କ ଭିଡକୁ ଦୃଷ୍ଟିରେ ରଖି ଜାନୁଆରୀ ୧୨ ତାରିଖରୁ ୧୫ ତାରିଖ ପର୍ୟ୍ୟନ୍ତ ମରାମତି କାମକୁ ସ୍ଥଗିତ ରଖାଯାଇଥିଲା। ଆଜିଠୁ ପୁଣିଥରେ ମରାମତି କାମ ଆରମ୍ଭ ହେବ। ରତ୍ନଭଣ୍ଡାର ପ୍ଲାଷ୍ଟର ଛଡ଼ା କାର୍ୟ୍ୟ ଶେଷ ହୋଇଛି । ଏବେ କାନ୍ଥର ମରାମତି ଓ ଯେଉଁ ପଥରରେ ଅଧିକ ଫାଟ ରହିଥିବ, ତାକୁ ପରିବର୍ତ୍ତନ କରାଯିବ । ଚଟାଣ ନୂତନ ଭାବେ ନିର୍ମାଣ ହେବ। ଗତ ୧୭ ତାରିଖରୁ ଏଏସ୍‌ଆଇ ଟିମ୍‌ଙ୍କ ତତ୍ତ୍ୱାବଧାନରେ କୁଶଳୀ କାରିଗରଙ୍କ ଦ୍ୱାରା ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ୟ୍ୟ ଆରମ୍ଭ ହୋଇଥିଲା।

  • Related Posts

    ଆଜିଠୁ ଶ୍ରୀମନ୍ଦିରରେ ମହାକାର୍ତ୍ତିକ ନୀତି

    ପୁରୀ,: ଗୁରୁବାର ଆଶ୍ୱିନ ଶୁକ୍ଳପକ୍ଷ ଏକାଦଶୀରୁ ଶ୍ରୀମନ୍ଦିରରେ ମହାକାର୍ତ୍ତିକ ନୀତିର ଶୁଭାରମ୍ଭ ହେବ । ଏହି ଅବସରରେ ଶ୍ରୀବିଗ୍ରହ ରାଧାଦାମୋଦର ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ଠାକୁରଙ୍କୁ ସ୍ୱତନ୍ତ୍ର ବାଳଭୋଗ ଅର୍ପଣ କରାଯିବ । ଶ୍ରୀମନ୍ଦିର ନୀତି ନିର୍ଘଣ୍ଟ ଅନୁସାରେ…

    Continue reading
    ଇଣ୍ଡୋନେସିଆ ଫେରିଯିବେ ୫ ଓରାଙ୍ଗଉଟାନ!

    ଓରାଙ୍ଗଉଟାନ ଫେରାଇନେବ କି ଇଣ୍ଡୋନେସିଆ? ଭୋଗରାଇରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗଉଟାନଙ୍କ ପ୍ରତ୍ୟାବର୍ତ୍ତନ ନେଇ ଚର୍ଚ୍ଚା ଜୋର ଧରିଛି। ନନ୍ଦନକାନନ ସ୍ବତନ୍ତ୍ର ସେଲରେ ଅଛନ୍ତି ଉଦ୍ଧାର ଓରାଙ୍ଗଉଟାନ। ୫ ଓରାଙ୍ଗଉଟାନ ଶାବକଙ୍କୁ ଇଣ୍ଡୋନେସିଆ ନେବାକୁ ଉଦ୍ୟମ ଜାରି ରହିଛି। ଜାକର୍ତ୍ତା ସ୍ଥିତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି