ଆଜିଠୁ ବରଗଡ଼ ଧନୁଯାତ୍ରା

ବରଗଡ଼: ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜି ଠାରୁ ଆରମ୍ଭ ହେଉଛି। ଏହା ୧୧ ଦିନ ଧରି ଚାଲିବ। ଏନେଇ ପ୍ରସ୍ତୁତି ପର୍ବ ଶେଷ ହୋଇଛି। ବରଗଡ଼ ସହର ପାଲଟିବ ମଥୁରା ନଗରୀ। ଚାଲିବ କଂସ ମହାରାଜଙ୍କ ରାଜୁତି। କଂସ ମହାରାଜଙ୍କଠାରୁ ସମସ୍ତ କଳାକାର ଚଳିତ ବର୍ଷ ଖୁବ୍ ଉତ୍ସାହିତ ଅଛନ୍ତି। ରାଜ୍ୟ ସରକାର ପ୍ରତ୍ୟେକ କଳାକାରଙ୍କ ଲାଗି ୧୦ ହଜାର ଟଙ୍କା ଲେଖାଏଁ ସହାୟତା ଦେବାକୁ ଘୋଷଣା କରିସାରିଛନ୍ତି।
ଶୁକ୍ରବାର ଦିନ ଦୁଇଟାରୁ ବରଗଡ଼ ଗାନ୍ଧୀ ଛକରୁ ପ୍ରଥମେ ଆରମ୍ଭ ହେବ ସାଂସ୍କୃତିକ ଶୋଭାଯାତ୍ରା। ସନ୍ଧ୍ୟା ୫ ଟାରେ ସମଲେଶ୍ବରୀ ମନ୍ଦିରରେ ପହଞ୍ଚି ସେଠାରେ ପୂଜାର୍ଚ୍ଚନା କରାଯିବ। ତା ପରେ ସମଲେଶ୍ଵରୀ ମନ୍ଦିରରୁ ଆସି ହାଟପଦା ସ୍ଥିତ ରାଜ ଦରବାରରେ ସନ୍ଧ୍ୟା ୭ଟାରେ ପହଞ୍ଚି ରାଜ ଦରବାର ଉଦଘାଟନ ହେବା ସହ ଚାଲିବ ମହାରାଜ କଂସଙ୍କ ରାଜୁତି।

  • Related Posts

    ମା ବନଦୁର୍ଗାଙ୍କ ମହାସପ୍ତମୀ ପୂଜା, ଉତ୍ସବମୁଖର ରାଇକିଆ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆରେ ମା ବନଦୁର୍ଗାଙ୍କ ମହାସପ୍ତମୀ ପୂଜା ଆରମ୍ଭ ହୋଇଛି। ମା ଙ୍କ ଆବାହନ ସହ ପୂଜାମଣ୍ଡପରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିବା ବେଳେ ଦର୍ଶନ ପାଇଁ ଭକ୍ତଙ୍କ ଆଗମନ ଆରମ୍ଭ ହୋଇଛି। ଚଳିତ ବର୍ଷ ରାଇକିଆରେ ୫୨ତମ…

    Continue reading
    କୋଟିଆ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନିରବ କାହିଁକି: କଂଗ୍ରେସ

    ଭୁବନେଶ୍ବର: ଆନ୍ଧ୍ର ସରକାର ପଞ୍ଚାୟତ ନିର୍ବାଚନ ଘୋଷଣା କରିବା ପରେ କୋଟିଆ ଏକ ବଡ଼ ପ୍ରସଙ୍ଗ ଭାବେ ଉଭା ହୋଇଛି। ଆନ୍ଧ୍ର ସରକାରଙ୍କ ପାର୍ବତୀପୁରମ ମାନ୍ୟମ ନୂଆ ଜିଲ୍ଲାର ଅଧିକାରୀ କୋଟିଆ ଅଞ୍ଚଳରେ ପ୍ରବେଶ କରି ପଞ୍ଚାୟତ ନିର୍ବାଚନ କରିବା ପାଇଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି