ଆଜି ଜନତାଙ୍କ ଗୁହାରି ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ଗୁହାରି ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଅଭିଯୋଗକାରୀମାନେ ପରିଚୟପତ୍ର, ପ୍ରାପ୍ତିସ୍ୱୀକାର ଓ ଅଭିଯୋଗପତ୍ର ଧରି ମୁଖ୍ୟମନ୍ତ୍ରୀଙ୍କୁ ଦୁଃଖ ଜଣାଇବାକୁ ଧାଇଁ ଆସିଛନ୍ତି ଭୁବନେଶ୍ୱର।

ସୂଚନାନୁସାରେ, ଜନଶୁଣାଣି ପାଇଁ ଗତ ଫେବ୍ରୁଆରୀ ୨୮ ତାରିଖ ପୂର୍ବାହ୍ଣ ୧୧ଟାରୁ ଅନଲାଇନ୍‌ ପଞ୍ଜୀକରଣ କରିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଥିଲ। ଶନିବାର ଅପରାହ୍ଣ ସୁଦ୍ଧା ସର୍ବାଧିକ ୧ହଜାର ଅଭିଯୋଗକାରୀ ନାଁ ପଞ୍ଜୀକରଣ କରିସାରିଛନ୍ତି ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା

  • Related Posts

    ପ୍ରଣବଙ୍କ ବିୟୋଗରେ ମୋହନଙ୍କ ଶୋକପ୍ରକାଶ

    ଭୁବନେଶ୍ୱର:ଆଉ ନାହାନ୍ତି ଓଡ଼ିଶା ସଂଗୀତ ଜଗତର ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ। ଆଜି ୮୮ ବର୍ଷ ବୟସରେ ସେ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି। ଓଡ଼ିଆ ସଙ୍ଗୀତ ଜଗତରେ ବେତାଜ ବାଦଶାହ ଭାବେ ସେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।ଆଜି…

    Continue reading
    ପରଲୋକରେ ପ୍ରଣବ ପଟ୍ଟନାୟକ

    ଭୁବନେଶ୍ୱର: ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ ।୮୮ ବର୍ଷ ବୟସରେ ସେ ଆଜି ଆଖି ବୁଜିଛନ୍ତି ।ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଦିନ ୧୧.୩୦ରେ ତାଙ୍କର ପରଲୋକ ହୋଇଛି । ତାଙ୍କ ପରଲୋକ ଖବର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ