ଆଜି ଠାରୁ ମାଟ୍ରିକ ଖାତା ଦେଖା

ଭୁବନେଶ୍ୱର: ବୁଧବାରଠାରୁ ଆରମ୍ଭ ହେବ ମାଟ୍ରିକ ଖାତା ଦେଖା ପ୍ରକ୍ରିୟା । ୫୧ଟି ମୂଲ୍ୟାୟନ କେନ୍ଦ୍ରରେ ମାଟ୍ରିକ ସବଜେକଟିଭ୍‌ ଖାତା ଦେଖା ପାଇଁ ପ୍ରାୟ ୧୨ ହଜାର ଶିକ୍ଷକ ଶିକ୍ଷୟତ୍ରୀ ମୁତୟନ ହୋଇଛନ୍ତି । ତେବେ ଖାତା ମୂଲ୍ୟାୟନ ପ୍ରକ୍ରିୟାରେ ୧୧ହଜାର ୮ଶହ ଶିକ୍ଷକ ଶିକ୍ଷୟିତ୍ରୀ ନିଯୁକ୍ତ ହୋଇଛନ୍ତି ଏବଂ ପ୍ରତି ମୂଲ୍ୟାୟନ କେନ୍ଦ୍ରରେ ୧୦ଜଣ ମୂଲ୍ୟାୟନକାରୀଙ୍କୁ ରିଜର୍ଭ ରଖାଯାଇଛି ।

ଏଥର ମାଟ୍ରିକ ପରୀକ୍ଷା ପାଇଁ ୫ ଲକ୍ଷ ୨୨ ହଜାର ୩୩୬ ଜଣ ପରୀକ୍ଷାର୍ଥୀ ଫର୍ମ ଫିଲ୍‌ ଅପ୍ କରିଥିଲେ । ୩ ହଜାର ୧୩୩ ଟି ପରୀକ୍ଷା କେନ୍ଦ୍ରରେ ହୋଇଥିଲା ମାଟ୍ରିକ ପରୀକ୍ଷା। । ଗତ ମାସ ଅର୍ଥାତ ଫେବୃୟାରୀ ୨୧ ତାରିଖରୁ ପରୀକ୍ଷା ଆରମ୍ଭ ହୋଇ ଚଳିତ ମାସ ଅର୍ଥାତ ମାର୍ଚ୍ଚ ୬ ତାରିଖରେ ମାଟ୍ରିକ ପରୀକ୍ଷା ଶେଷ ହୋଇଥିଲା ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ