ଆଜି ନୌସେନା ଦିବସ

ଭୁବନେଶ୍ୱର: ଆଜି ନୌସେନା ଦିବସ। ପୁରୀ ସମୁଦ୍ରର ଅଥଳ ଜଳରାଶିରେ ରଣ କୌଶଳ ଦେଖାଇବେ ନୌବୀର। ନୌସେନାର ଏହି ପରାକ୍ରମକୁ ଦେଖିବେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ। ଏଥିପାଇଁ ପୁରୀ ବ୍ଲୁ ଫ୍ଲାଗ ବିଚରେ ସମସ୍ତ ପ୍ରସ୍ତୁତି ସରିଛି।

ଜଳ, ସ୍ଥଳ ଓ ଆକାଶ ପଥରେ ଜଲୱା ଦେଖାଇବେ ନୌସେନାର ଯବାନ। ଏହି କାର୍ୟ୍ୟକ୍ରମରେ ୧୫ଟି ଯୁଦ୍ଧ ଜାହାଜ, ଓ ୪୦ ଏୟାରକ୍ରାଫ୍ଟ୍ ସାମିଲ ହୋଇ ଯୁଦ୍ଧକୌଶଳ ଦେଖାଇବେ।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏଥିରେ ମୁଖ୍ୟ ଅତିଥି ହେବେ। ପ୍ରଥମ ଥର ପାଇଁ ଓଡ଼ିଶାରେ ଏତେ ବଡ଼ କାର୍ୟ୍ୟକ୍ରମ ହେଉଥିବାରୁ ଲୋକଙ୍କ ଭିତରେ ଉତ୍ସାହ ଖୁବ୍ ଅଧିକ ରହିଛି। ଉଦ୍ଭାବନ ଓ ସ୍ୱଦେଶୀକରଣ ଦ୍ୱାରା ଶକ୍ତି ଓ ସାମର୍ଥ୍ୟ ହେଉଛି ଏଥର ନୌସେନା ଦିବସର ଥିମ୍। ନୌସେନା ଦିବସ ପାଳନ ନେଇ ପୁରୀରେ ସୁରକ୍ଷାକୁ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଆଜି ନୌସେନା ଦିବସ ଦେଖିବାକୁ ସମସ୍ତ ବିଧାୟକ ବସରେ ପୁରୀ ଯିବେ ବୋଲି ସୂଚନା ମିଳିଛି।

  • Related Posts

    ବିଶ୍ୱ ଜଳବାୟୁ ଦିବସ ଅବସରରେ ରାଇକିଆରେ ସ୍ୱତନ୍ତ୍ର ପଲ୍ଲିସଭା

    “ସ୍ୱଚ୍ଛ ରାଇକିଆ, ସବୁଜ ରାଇକିଆ” ଗଠନ ପାଇଁ ନିଆଗଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ରାଇକିଆ: ବିଶ୍ୱ ପରିବେଶ ଦିବସ ପାଳନ ଅବସରରେ ରାଇକିଆ ପଞ୍ଚାୟତ ପକ୍ଷରୁ ପଞ୍ଚାୟତ ଗୃହ ପରିସରରେ ଏକ ସ୍ୱତନ୍ତ୍ର ପଲ୍ଲିସଭା ଆୟୋଜିତ ହୋଇଥିଲା। ବଦଳୁଥିବା ଜଳବାୟୁ ପରିସ୍ଥିତି, ପରିବେଶ…

    Continue reading
    ଭିଜିଲାନ୍ସ ଜାଲରେ ଜୁନିୟର ଆସିଷ୍ଟାଣ୍ଟ

    ଭଦ୍ରକ: ଭିଜିଲାନ୍ସ ଜାଲରେ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ। ଲାଞ୍ଚ ନେବାବେଳେ ଧରାପଡ଼ିଲେ ଜୁନିୟର ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ। ଏକ ସାର୍ଟିଫିକେଟ ଦେବାକୁ ୧୦ ହଜାର ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ ଟିମ୍। ଧରାପଡ଼ିବା ପରେ ଶ୍ରୀକାନ୍ତଙ୍କ ଘର ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ