ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର : ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଲୋକ ସେବା ଭବନରେ ରାତି ୮ଟା ୩୦ରେ ଏହି ବୈଠକ ବସିବ। ମୋହନ ସରକାରଙ୍କ ଏହା ହେବ ତୃତୀୟ କ୍ୟାବିନେଟ ବୈଠକ । ପୂର୍ବରୁ ଦୁଇଟି କ୍ୟାବିନେଟର ୯ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଛି ।

ଅନ୍ୟପଟେ ସୋମବାରରୁ ଆରମ୍ଭ ହୋଇଛି ବିଧାନସଭାରେ ବଜେଟ ଅଧିବେଶନ। ବିରୋଧୀ ଦଳ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ଟାର୍ଗେଟ କରୁଛନ୍ତି। ତେବେ ଆଜି ତୃତୀୟ ଦିନରେ ମଧ୍ୟ ବିରୋଧୀଙ୍କ ହଙ୍ଗାମା ଜାରି ରହିଛି।

  • Related Posts

    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading
    ବଦଳିବେନି କଂଗ୍ରେସ ବିଧାୟକ ଦଳ ନେତା: ଭକ୍ତ ଦାସ

    ଭୁବନେଶ୍ୱର: କଂଗ୍ରେସ ବିଧାୟକଙ୍କ ଦିଲ୍ଲୀ ଗସ୍ତ ଏବଂ ବିଧାୟକ ଦଳ ନେତା ପରିବର୍ତ୍ତନ ଚର୍ଚ୍ଚା ଭିତରେ ବଡ଼ ବୟାନ ଦେଇଛନ୍ତି ପିସିସି ସଭାପତି । କହିଛନ୍ତି, କଂଗ୍ରେସ ବିଧାୟକ ମାନେ ଦିଲ୍ଲୀ ବୁଲିବାକୁ ଯାଇଛନ୍ତି । କଂଗ୍ରେସ ବିଧାୟକ ଦଳ ନେତା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ