ଆଜି ବିହାର, ପଶ୍ଚିମବଙ୍ଗ ଗସ୍ତ କରିବେ ଶାହ

କୋଲକାତା: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଗୁରୁବାର ପାଟନାରେ ନୂତନ ବିହାର କ୍ୟାବିନେଟର ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ। ଏହି ସମାରୋହ ଶେଷ ହେଲା ପରେ ସେ ଅପରାହ୍ନରେ କୋଲକାତାରେ ପହଞ୍ଚିବେ। ବ‌ିଜେପିର ବିଧାୟକମାନଙ୍କ ସହିତ ଗୁରୁତ୍ବପୂର୍ଣ୍ଣ ବୈଠକରେ ଯୋଗ ଦେବା ସହିତ ଗୁରୁମନ୍ତ୍ର ଦେବେ। ସୂଚନାଯୋଗ୍ୟ ପଶ୍ଚିମବଙ୍ଗରେ ବିଜେପିକୁ ବହୁମତ ମିଳିବା ପରେ ସରକାର ଗଠନ ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଭବାନୀପୁରରେ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ ସୁପ୍ରିମୋ ମମତା ବାନାର୍ଜୀଙ୍କୁ ପରାସ୍ତ କରିଥିବା ଶୁଭେନ୍ଦୁ ଅଧିକାରୀ ମୁଖ୍ୟମନ୍ତ୍ରୀ ପଦ ପାଇଁ ଦୌଡ଼ରେ ଆଗୁଆ ଅଛନ୍ତି। ଏଥର ଶୁଭେନ୍ଦୁ ଭବାନୀପୁର ଏବଂ ତାଙ୍କର ପାରମ୍ପରିକ ନନ୍ଦୀଗ୍ରାମ ଆସନ ଦୁଇଟି ଜିତିଛନ୍ତି।

  • Related Posts

    ଝାଡ଼ଖଣ୍ଡରେ ଜିଦରେ ଅଟଳ ଛାତ୍ରଛାତ୍ରୀ, ଆଜି ବିଧାନସଭା ଘେରାଉ

    ରାଞ୍ଚି (ଝାଡ଼ଖଣ୍ଡ): JPSC ଏବଂ JSSC ପରୀକ୍ଷାରେ ଅନିୟମିତତା ବିରୋଧରେ ଦୀର୍ଘ 17 ଦିନ ଧରି ଝାଡ଼ଖଣ୍ଡରେ ଛାତ୍ର ଅନ୍ଦୋଳନ ଚାଲିଛି । ପରୀକ୍ଷାରେ ଅନିୟମିତତା ଅଭିଯୋଗକୁ ନେଇ ସରକାର ଓ ଛାତ୍ରଙ୍କ ମଧ୍ୟରେ ଚାଲିଥିବା ବିବାଦ ଥମିନାହିଁ । ଛାତ୍ରଛାତ୍ରୀମାନଙ୍କ…

    Continue reading
    ହେମନ୍ତ ସୋରେନଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦି

    ନୂଆଦିଲ୍ଲୀ: ଝାଡ଼ଖଣ୍ଡରେ ଛାତ୍ରମାନେ ବର୍ତ୍ତମାନ ବିଶାଳ ପ୍ରତିବାଦ କରୁଛନ୍ତି, ନିଯୁକ୍ତି ପରୀକ୍ଷାରେ ଅନିୟମିତତା ଅଭିଯୋଗକୁ ବିରୋଧ କରି ଅନେକ ଲୋକ ଅନଶନ କରୁଛନ୍ତି। ଏହି ଆନ୍ଦୋଳନ ଅନେକ ଦିନ ଧରି ଚାଲିଛି, ଏବଂ ସରକାର ଛାତ୍ରମାନଙ୍କ ସହିତ ଆଲୋଚନା କରିବାକୁ ଚେଷ୍ଟା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ