ଆଜି ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ବସିବ । ଅପରାହ୍ନ ୪ଟାରେ ଏ ବୈଠକ ବସିବାକୁ କାର୍ୟ୍ୟସୂଚି ଧାର୍ୟ୍ୟ ହୋଇଛି । ନିର୍ଦ୍ଦିଷ୍ଟ ଭାବେ ଏଜେଣ୍ଡା ସ୍ପଷ୍ଟ ହୋଇ ନଥିଲେ ମଧ୍ୟ ସରକାର ଉଚ୍ଚଶିକ୍ଷାରେ ଜାତୀୟ ଶିକ୍ଷାନୀତି ଲାଗୁ କରିବାକୁ ଯାଉଥିବାରୁ କ୍ୟାବିନେଟ୍‌ ଏ ପ୍ରସ୍ତାବରେ ମୋହର ମାରିପାରେ । ଏ ସଂପର୍କିତ ବିଜ୍ଞପ୍ତି ବିଧିବଦ୍ଧ ଜାରି ହୋଇଛି । ଏହାଛଡ଼ା ଅନ୍ୟ କିଛି ବିଭାଗର ପ୍ରସ୍ତାବରେ ମଧ୍ୟ କ୍ୟାବିନେଟ୍‌ ମୋହର ବାଜିବ ।

  • Related Posts

    ଗ୍ୟାସ୍ କଳା ବଜାର ରୋକିବାକୁ ବାୟୋମେଟ୍ରିକ ବାଧ୍ୟତାମୂଳକ

    ଭୁବନେଶ୍ବର: ଇରାନ ଯୁଦ୍ଧ ପାଇଁ ଭାରତରେ ଏଲ୍‌ପିଜି ସଙ୍କଟ ଦେଖାଦେଇଥିବା ବେଳେ ପିଏନ୍‌ଜି ଗ୍ୟାସ୍ ସଂଯୋଗ ଉପରେ ସରକାର ଗୁରୁତ୍ବ ଦେଉଛନ୍ତି। ଏପରିସ୍ଥଳେ ଏଲପିଜି ସିଲିଣ୍ଡର କଳାବଜାରୀ ରୋକିବାକୁ ତୈଳ ଓ ଗ୍ୟାସ କମ୍ପାନୀଙ୍କ ପକ୍ଷରୁ ଗ୍ରାହକଙ୍କ ବାୟୋମେଟ୍ରିକ (ଆଙ୍ଗୁଠି ଓ…

    Continue reading
    ଜନଗଣନା ନ ସରିବା ଯାଏ କର୍ମଚାରୀଙ୍କ ବଦଳି ବନ୍ଦ

    ଭୁବନେଶ୍ବର: ରାଜ୍ୟରେ ଆରମ୍ଭ ହୋଇଥିବା ଜନଗଣନା ବର୍ଷେ ପର୍ୟ୍ୟନ୍ତ ଜାରି ରହିବ। ସେ ପର୍ୟ୍ୟନ୍ତ ଏଥିରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ଅନ୍ୟତ୍ର ବଦଳି ଉପରେ କଟକଣା ଲଗାଯାଇଛି। ଏନେଇ ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଅରବିନ୍ଦ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ