ଆଜି ଶ୍ରୀମନ୍ଦିରରେ ଦୀପାବଳି ପାଳନ ସହ ଅମାବାସ୍ୟା ନୀତି ହେବ

ପୁରୀ: ଆଜି ଶ୍ରୀମନ୍ଦିରରେ ଦୀପାବଳି ପାଳନ ସହ ଅମାବାସ୍ୟା ନୀତି ହେବ। ଏଥିସହ ପୟା ଶ୍ରାଦ୍ଧ ପକାଇ ଭକ୍ତମାନେ ବଡ଼ବଡ଼ିଆଙ୍କୁ କାଉଁରିଆ କାଠି ଜାଳିବେ।

ପଞ୍ଜିକା-ପଞ୍ଜିକା ଭିତରେ ଅସାମଞ୍ଜସ୍ୟତା ଓ କ୍ୟାଲେଣ୍ଡରରୁ କ୍ୟାଲେଣ୍ଡରରେ ଭିନ୍ନ ଭିନ୍ନ ସୂଚନାରୁ କିଏ ଗତକାଲି ଦୀପାବଳି ସାଙ୍ଗକୁ ବଡ଼ବଡ଼ୁଆ ଡାକିଛନ୍ତି, ତ କିଏ ଆଜି ପୟାଶ୍ରାଦ୍ଧ ଦେବାକୁ ଯାଉଛନ୍ତି।ସେପଟେ ଶ୍ରୀମନ୍ଦିରରେ ଦୀପାବଳି ପାଳନ ସାଙ୍ଗକୁ ଧର୍ମ ମାସ କାର୍ତ୍ତିକରେ ଶ୍ରଦ୍ଧାଳୁ ମାନଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୩ ଜଣ ଅତିରିକ୍ତ ଏସପି,୧୧ ଡିଏସପି, ୧୮ ଇନ୍ସପେକ୍ଟରଙ୍କ ସହ ୨୬ ପ୍ଲାଟୁନ ଫୋର୍ସ ମୃତୟନ କରାଯାଇଛି ବୋଲି ପୁରୀ ଏସପି କହିଛନ୍ତି ।

ଗତକାଲି ସମଗ୍ର ରାଜ୍ୟରେ ବେଶ ଆନନ୍ଦ ଉଲ୍ଲାସର ସହ ଦୀପାବଳି ପାଳିତ ହୋଇଛି। ଲୋକମାନେ ଘରକୁ ଭଳିକି ଭଳି ଆଲୋକମାଳାରେ ସଜାଇବା ସହ ବାଣ ଫୁଟାଇ ଏହି ଉତ୍ସବକୁ ପାଳନ କରିଥିଲେ।  ମାତ୍ର ପୁରୀରେ ଆଜି ପାଳନ କରାଯିବ  ଦୀପାବଳି ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ