ଆଜି ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ୍‌ରେ ୭ଟିରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଆସିବାକୁ ରହିଛି। ସେଥିମଧ୍ୟରେ ନିର୍ମାଣ ବିଭାଗର ଦୁଇଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ରହିଥିବାବେଳେ ସ୍ବାସ୍ଥ୍ୟ, ଜଳସମ୍ପଦ, ରାଜସ୍ବ ଭଳି ଅନ୍ୟାନ୍ୟ ବିଭାଗର ପ୍ରସ୍ତାବ ରହିଛି। ଉଲ୍ଲେଖଯୋଗ୍ୟ, ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୩୬ ସୁଦ୍ଧା ଓଡ଼ିଶାକୁ ଏକ ବିକଶିତ ରାଜ୍ୟରେ ପରିଣତ କରିବାପାଇଁ ଲକ୍ଷ୍ୟ ରହିଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଶିକ୍ଷା, ସ୍ବାସ୍ଥ୍ୟ, ଭିତ୍ତିଭୂମିଠାରୁ ଆରମ୍ଭ କରି ବିଭିନ୍ନ କ୍ଷେତ୍ରରେ ସ୍ବତନ୍ତ୍ର ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ ହୋଇଛି। ଏହି ପରିପ୍ରେକ୍ଷୀରେ ଶନିବାର ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ସରକାର ରାଜ୍ୟବାସୀଙ୍କ ହିତକୁ ଦୃଷ୍ଟିରେ ରଖି କି ପ୍ରକାର ନିଷ୍ପତ୍ତି ନେଉଛନ୍ତି ତାହା ଉପରେ ସମସ୍ତଙ୍କ ନଜର।

  • Related Posts

    ଭୁବନେଶ୍ୱରରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖୁସି ଖବର। ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ଦେବା ପାଇଁ ରହିଥିବା ସର୍ବାଧିକ ୬ଟି ସୁଯୋଗକୁ ଉଠାଇ ଦିଆଯିବ। ଏହି ପରୀକ୍ଷା ଦେବା ପାଇଁ ସର୍ବୋଚ୍ଚ ବୟସସୀମା ପର୍ଯ୍ୟନ୍ତ ସୁଯୋଗ ମିଳିବ। ୮୦ତମ ସ୍ୱାଧୀନତା…

    Continue reading
    ଗଡମାଣତୀର ପଞ୍ଚାୟତରେ ପତାକା ଉତ୍ତୋଳନ କଲେ ଜେନ-ଜୀ

    ବେଗୁନିଆ : ଗଡମାଣତୀର ପଞ୍ଚାୟତର ସରପଞ୍ଚ କରୁଣାକର ଦଳସିଂହରାୟ ସ୍ୱାଧୀନତା ଦିବସ ଅବସରରେ ଏକ ଅଭିନବ ପ୍ରୟାସ କରିଛନ୍ତି । ସମ୍ପ୍ରତି ପଲ୍ଲୀରୁ ଦିଲ୍ଲୀ ପର୍ଯ୍ୟନ୍ତ ଜେନ-ଜୀଙ୍କୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଯୁକ୍ତ ଦୁଇର ଛାତ୍ର ଶୁଭାଶିଷ ସାମନ୍ତରାୟଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ