ଆଜି ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ଶୁଣାଣି

ପୁରୀ: ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ନେଇ ବୁଧବାର ହାଇକୋର୍ଟରେ ଶୁଣାଣି ହେବ । ଚାବି ହଜିବା ନେଇ ହୋଇଥିବା ରଘୁବୀର ଦାସ ତଦନ୍ତ କମିଶନ ରିପୋର୍ଟ ଉପରେ ସରକାର ନିରବ ରହିଥିବାରୁ ହାଇକୋର୍ଟରେ ଏନେଇ ଶୁଣାରି ସମୟରେ ଅଧିକ ସରଗରମ ହେବ । ଏହି ରିପୋର୍ଟ ଉପଯୁକ୍ତ ସମୟରେ ବିଧାନସଭାରେ ଉପସ୍ଥାପିତ ନହେବାରୁ ଆଇନଜୀବୀ ଦିଲ୍ଲୀପ ବରାଳ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।

୨୦୨୩ ଏପ୍ରିଲ ୨୫ରେ କୋର୍ଟ ଆବେଦନକୁ ଗ୍ରହଣ କରି ସରକାରଙ୍କୁ ପକ୍ଷ ରଖିବାକୁ ନୋଟିସ୍‌ କରିଥିଲେ । ସରକାର ଗତବର୍ଷ ଏପ୍ରିଲ ୫ ତାରିଖରେ ହାଇକୋର୍ଟରେ ସତ୍ୟପାଠ ଦେଇଥିଲେ । ଏଥିସହ ହାଇକୋର୍ଟରେ ପରବର୍ତ୍ତୀ ଜବାବ ରଖିବା ପାଇଁ ୪ ମାସ ସମୟ ନେଇଥିଲେ । ମାତ୍ର ଏହା ଭିତରେ ନୂଆ ସରକାର ଗଠନକୁ ୯ ମାସ ଓ ହାଇକୋର୍ଟରୁ ନେଇଥିବା ସମୟ ୫ ମାସ ଗଡ଼ିଗଲାଣି । ଏହି ସମୟ ଭିତରେ ଏକାଧିକ କ୍ୟାବିନେଟ୍‌ ବୈଠକ ବସିଛି । ହେଲେ କ୍ୟାବିନେଟ୍‌ରେ ଏହି ରିପୋର୍ଟ ଉପସ୍ଥାପନ କରାଯାଇନାହିଁ ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ