ଆନନ୍ଦପୁର ଠାରେ ଫୁଲୁଛି ବୈତରଣୀ

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଠାରେ ବୈତରଣୀ ନଦୀର ଜଳ ସ୍ତର ବିପଦ ସଂକେତ ନିକଟତର ହେବାରେ ଲାଗିଛି । ଆନନ୍ଦପୁର ଠାରେ ବୈତରଣୀ ବିପଦ ସଂକେତ ୩୮.୩୬୦ ମି. ରହିଥିବା ବେଳେ ଏଠାରେ ନଦୀର ଜଳ ସ୍ତର ୩୭.୪୦୦ ମି. ଉପରେ ପ୍ରବାହିତ ହେଉଛି । ଫଳରେ ତଳ ଅଞ୍ଚଳର ଲୋକଙ୍କ ମଧ୍ୟରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି । ତେବେ ଜଳସ୍ତର ବର୍ତ୍ତମାନ ୩୮.୨୨୦ ମି. ରହିଛି ।

  • Garvita Odia

    Related Posts

    ହୀରାକୁଦ : ୨୦ ଫାଟକରୁ ବନ୍ୟାଜଳ ନିଷ୍କାସନ ଜାରି

    ହୀରାକୁଦ: ଉପରମୁଣ୍ଡରୁ ବର୍ଷାଜଳ ପ୍ରବେଶ କରୁଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଶନିବାର ରାତି ୯ଟାରେ ୬୧୨.୧୨ ଫୁଟ ରହିଥିଲା ା ବାମପଟର ୧୩ ଓ ଡାହାଣପଟର ୭ ଫାଟକ ଦ୍ବାରା ବନ୍ୟାଜଳ ନିଷ୍କାସନ ଜାରି ରହିଛି। ଏହି ସମୟରେ ଜଳଭଣ୍ଡାରକୁ ପ୍ରତି…

    ଆଜିଠୁ କମିବ ବର୍ଷା

    ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉପକୂଳ ପଶ୍ଚିମବଙ୍ଗ ଓ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ଗତକାଲି ଉପକୂଳ ପଶ୍ଚିମବଙ୍ଗ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ କେନ୍ଦ୍ରୀଭୂତ ହୋଇ ଅବପାତର ରୂପ ନେଇଥିଲା। ଏହା…

    Leave a Reply

    Your email address will not be published. Required fields are marked *

    You Missed

    ଘୋଷଣା କଲେ ଟ୍ରମ୍ପ: ଯୁଦ୍ଧ ବିରତି ପାଇଁ ଥାଇଲାଣ୍ଡ ଓ କାମ୍ୱୋଡିଆ ରାଜି

    ଘୋଷଣା କଲେ  ଟ୍ରମ୍ପ: ଯୁଦ୍ଧ ବିରତି ପାଇଁ  ଥାଇଲାଣ୍ଡ ଓ କାମ୍ୱୋଡିଆ ରାଜି

    ହୀରାକୁଦ : ୨୦ ଫାଟକରୁ ବନ୍ୟାଜଳ ନିଷ୍କାସନ ଜାରି

    ହୀରାକୁଦ : ୨୦ ଫାଟକରୁ ବନ୍ୟାଜଳ ନିଷ୍କାସନ ଜାରି

    ଓଡ଼ିଶାରେ ଲାଗୁ ହେଉ ରାଷ୍ଟ୍ରପତି ଶାସନ: ପ୍ରମିଳା

    ଓଡ଼ିଶାରେ  ଲାଗୁ ହେଉ ରାଷ୍ଟ୍ରପତି ଶାସନ: ପ୍ରମିଳା

    ଆଜିଠୁ କମିବ ବର୍ଷା

    ଆଜିଠୁ କମିବ ବର୍ଷା

    ଓଏମପିରୁ କନ୍ଦରପୁର ଏଲିଭେଟେଡ କରିଡର

    ଓଏମପିରୁ କନ୍ଦରପୁର ଏଲିଭେଟେଡ କରିଡର

    ଅଗଷ୍ଟ ୯ ତାରିଖ ଦିନ ୧କୋଟି ୨ଲକ୍ଷ ୪୦ ହଜାର ମହିଳାଙ୍କୁ ମିଳିବ ସୁଭଦ୍ରା କିସ୍ତି

    ଅଗଷ୍ଟ ୯ ତାରିଖ ଦିନ ୧କୋଟି ୨ଲକ୍ଷ ୪୦ ହଜାର ମହିଳାଙ୍କୁ ମିଳିବ ସୁଭଦ୍ରା କିସ୍ତି