ଆନ୍ତର୍ଜାତିକ ନିଶାଦ୍ରବ୍ୟ ଦୁରୁପଯୋଗ ଓ ଅବୈଧ କାରବାର ବିରୋଧ ଦିବସ

ଦେବଗଡ଼:ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଆଜି ଆନ୍ତର୍ଜାତିକ ନିଶାଦ୍ରବ୍ୟ ଦୁରୁପଯୋଗ ଓ ଅବୈଧ କାରବାର ବିରୋଧ ପାଇଁ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି।ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶୋଭାଯାତ୍ରାକୁ ଜିଲ୍ଲାପାଳ କବୀନ୍ଦ୍ର ସାହୁ ମୁଖ୍ୟଅତିଥି,ଅବକାରୀ ଅଧିକ୍ଷୀକା ବାସନ୍ତୀପ୍ରଭା ନାଏକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀନିବାସ ଜାନୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଶୋଭାଯାତ୍ରା ସହରର ବିଭିନ୍ନ ସ୍ଥାନ ପରିକ୍ରମା କରି ଲୋକମାନଙ୍କୁ ସଚେତନ କରିଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗର କର୍ମଚାରୀ, ଅବକାରୀ ବିଭାଗର କର୍ମଚାରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

  • Related Posts

    puri temple ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ଝୁଲଣ ଯାତ୍ରା

    ପୁରୀ : ଆଜିଠୁ ମହାପ୍ରଭୁଙ୍କ ଝୁଲଣ ଯାତ । ଶ୍ରୀମନ୍ଦିର ସହିତ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ବାଡ଼ିରେ ଆଜିଠାରୁ ଆରମ୍ଭ ହୋଇଛି ଝୁଲଣ ଯାତ୍ରାର ମାହୋଲ । ଏହି ଯାତ୍ରା ସାତଦିନ ଧରି ଚାଲିବ। ଶ୍ରାବଣ ଶୁକ୍ଳ ଦଶମୀରୁ ଭାଦ୍ରବ…

    Continue reading
    ପାରିବାରିକ କଳହ, ବିଷ ପିଇଲେ ଦମ୍ପତି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

    ଭୁବନେଶ୍ୱର : ବିଷ ପିଇଦେଲେ ଦମ୍ପତି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର । ଭୁବନେଶ୍ବର ଖଣ୍ଡଗିରି ଥାନା ବାରଭୁଜା ବସ୍ତିରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଗଞ୍ଜାମ କେନ୍ଦୁପଲ୍ଲି ଅଞ୍ଚଳର ସ୍ବପ୍ନା ପାତ୍ର । ଗୁରୁତର ଜିତେନ୍ଦ୍ର ପାତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ