‘ଆପ୍‌’କୁ ’ଆପଦା’ କହିଲେ ମୋଦୀ

ନୂଆଦିଲ୍ଲୀ: ପ୍ରଧ‌ାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାରଦିଲ୍ଲୀର ଅଶୋକ ବିହାରର ରାମଲୀଳା ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ୍‌ ହୋଇଛନ୍ତି। ସେଠାରେ ସେ ଅନେକ ସରକାରୀ ଯୋଜନାର ଆରମ୍ଭ ବିଷୟରେ ଆଲୋଚନା କରିବା ସହିତ ଜେଲର ୱାଲା ବାଗ୍‌ ବସ୍ତିର ମହିଳାଙ୍କୁ ଫ୍ଲାଟ୍‌ର ଚାବି ସମର୍ପିଛନ୍ତି।
ସେଠାରେ ୧୬୭୫ଟି ଫ୍ଲାଟ୍‌ ନିର୍ମାଣ କରାଯାଇଛି। ପୂର୍ବରୁ ସେହି ସ୍ଥାନରେ ଝୁମ୍ପୁଡି ଘର ଥିବା ବେଳେ ମୋଦୀ ସେଠାରେ ଏବେ ଫ୍ଲାଟ୍‌ ନିର୍ମାଣ କରି ମହିଳାମାନଙ୍କୁ ପ୍ରଦାନ କରିଛନ୍ତି। ଏହି ଫ୍ଲାଟ୍‌ର ନାମ ଦିଆଯାଇଛି ‘ସ୍ବାଭିମାନ ଆପାର୍ଟମେଣ୍ଟ୍‌’।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାସଭବନର ନବୀକରଣ ପ୍ରସଂଗରେ ଆପ୍‌ ମୁଖ୍ୟ ଅରବିନ୍ଦ କେଜ୍ରିୱାଲ୍‌ଙ୍କୁ ଟାର୍ଗେଟ କରି କହିଛନ୍ତି କି ‘ମୁଁ ୪ କୋଟି ଲୋକଙ୍କୁ ଘର ଯୋଗାଇ ଦେଇଛି; ଶୀଶମହଲ ନିର୍ମାଣ କରିନାହିଁ।’ଦୁର୍ନୀତି ଏବଂ ସହରର ଭିତ୍ତିଭୂମି ପ୍ରତି ଅବହେଳା କରୁଥିବା ଅଭିଯୋଗ କରି ପ୍ରଧାନମନ୍ତ୍ରୀ ଶାସକ ଦଳ ଆପ୍‌କୁ ‘ଆପଦା’ ବା ବିପର୍ଯ୍ୟାୟ ବୋଲି ସମ୍ବୋଧନ କରିଛନ୍ତି।

  • Related Posts

    ଶ୍ରଦ୍ଧାଳୁଙ୍କ ଉପରେ ମାଡିଗଲା ଟ୍ରକ, ୧୨ ମୃତ

    ନୂଆଦିଲ୍ଲୀ: କୋଲକାତା ଦୁର୍ଗାପୂଜା ମଣ୍ଡପ ଦଳାଚକଟା ଭିତରେ ଆଉ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶ ଗ୍ବାଲିୟରରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ୧୨ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଛି । ୨୯ ଜଣ ଆହତ…

    Continue reading
    ମଣ୍ଡପରେ ଦଳାଚକଟା ଟ୍ରାଜେଡି; ୭ ଗିରଫ

    କୋଲକାତା; ପଶ୍ଚିମବଙ୍ଗ ରାଜଧାନୀ ଉତ୍ତର କୋଲକାତାରେ ଦୁର୍ଗପୂଜା ମହୋତ୍ସବରେ ହୃଦୟବିଦାରକ ଅଘଟଣ ଘଟିଛି । ଚୋରବାଗାନର ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି । ୩୦ ଜଣ ଆହତ ହୋଇଛନ୍ତି । କୋଲକାତା ପୁଲିସ ହତ୍ୟା ମାମଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି