ଆମେ ସୀମା ପାର ହମଲାର ଜବାବ ଦେଇଛୁ:ବୈଦେଶିକ ସଚିବ

ନୂଆଦିଲ୍ଲୀ: ‘ଆମେ ସୀମା ପାର ହମଲାର ଜବାବ ଦେଇଛୁ। ତାହାକୁ ରୋକିବାକୁ ତଥା ପ୍ରତିହତ କରିବାକୁ ନିଜ ଅଧିକାରର ପ୍ରୟୋଗ କରିଛୁ। ଏହାର ଜବାବରେ ଭାରତ ବିରୋଧରେ ଆଗକୁ ବି ହମଲା ହୋଇପାରେ। ଏହାକୁ ରୋକିବାକୁ ଓ ପ୍ରତିହତ କରିବାକୁ ଆମେ ପ୍ରସ୍ତୁତ ଅଛୁ।’ ଆଜି ସାମ୍ବାଦିକ ସମ୍ମିଳନୀରେ ଏପରି କହିଛନ୍ତି ବୈଦେଶିକ ସଚିବ ବିକ୍ରମ ମିଶ୍ରି।

ସେ କହିଥିଲେ ବିଶ୍ୱ ଆତଙ୍କବାଦର ଆଡ୍ଡା ସ୍ଥଳୀ ପାକିସ୍ତାନ । ପହଲଗାମ ହମଲାର ଜବାବ ଦେଇଛି । ପହଲଗାମ ଆକ୍ରମଣ ହମଲାର ଜବାବ ‘ଅପରେସନ୍ ସିନ୍ଦୂର’ । ସବୁ ତଥ୍ୟ ପ୍ରମାଣ ମିଳିବା ପରେ ଆକ୍ରମଣ ହୋଇଛି । କେବଳ ଆତଙ୍କୀ ଆଡ୍ଡା ସ୍ଥଳ ଉପରେ ଆକ୍ରମଣ ହୋଇଥିବା ସ୍ପଷ୍ଟ କରିଛି ଭାରତୀୟ ସେନା । ଜାତୀୟ ନ୍ୟାସନାଲ ମିଡିଆ ସେଣ୍ଟରରେ ପ୍ରସେମିଟ୍ ହୋଇଛି । ବୈଦେଶିକ ସଚିବ ବିକ୍ରିମ ମିଶ୍ରି ‘ଅପରେସନ୍‌ ସିନ୍ଦୂର’ ବାବଦରେ ସୂଚନା ଦେଇଛନ୍ତି । କର୍ଣ୍ଣେଲ ସୋଫିଆ କ୍ୟୁରେସି ଓ ୱିଙ୍ଗ କମାଣ୍ଡର ବ୍ୟୋମିକା ସିଂ ମଧ୍ୟ ଉପସ୍ଥିତ ରହିଥିଲେ ।

  • Related Posts

    ଆଶୁତୋଷ ଦୀକ୍ଷିତ ବାୟୁସେନା ମୁଖ୍ୟ ନିଯୁକ୍ତ

    ନୂଆଦିଲ୍ଲୀ: ଏୟାର ମାର୍ଶାଲ ଆଶୁତୋଷ ଦୀକ୍ଷିତଙ୍କୁ କେନ୍ଦ୍ର ସରକାର ନୂଆ ବାୟୁସେନା ମୁଖ୍ୟ (୨୯ତମ) ନିଯୁକ୍ତ କରିଛନ୍ତି। ସେ ଏବେ ବାୟୁସେନା ଉପମୁଖ୍ୟ ଭାବେ କାର୍ଯ୍ୟରତ। ସେ ଆସନ୍ତା ୩୧ ତାରିଖରୁ ଦାୟିତ୍ବ ଗ୍ରହଣ କରିବେ। ସେ ଏବେକାର ବାୟୁସେନା ମୁଖ୍ୟ…

    Continue reading
    ଫ୍ରାନ୍‌ସିସ ହାଲ୍‌ଜେନଙ୍କୁ ଫିଜିକ୍ସରେ ନୋବଲ୍ ପୁରସ୍କାର

    ଚଳିତ ବର୍ଷ ପାଇଁ ଫିଜିକ୍ସରେ ନୋବଲ୍ ପୁରସ୍କାର ବିଶିଷ୍ଟ ପଦାର୍ଥ ବିଜ୍ଞାନୀ ଫାନ୍ସିସ ହାଲ୍‌ଜେନଙ୍କୁ ପ୍ରଦାନ କରାଯିବ । ଆଇସ କ୍ୟୁବ୍ ନ୍ୟୁଟ୍ରିନୋ ଅବଜରଭେଟୋରିରେ ତାଙ୍କ ଗବେଷଣା ପାଇଁ ଏହି ପଦାର୍ଥ ବିଜ୍ଞାନୀଙ୍କୁ ଚିଳିତ ବର୍ଷର ନୋବଲ୍ ପୁରସ୍କାର ପ୍ରଦାନ କରାଯିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ