‘ଆମ ବସ୍’ ଧକ୍କାରେ ବୃଦ୍ଧ ମୃତ, ୩ ଗୁରୁତର

ଭୁବନେଶ୍ବର : ରାଜ୍ୟର ୨ଟି ସ୍ଥାନରେ ‘ଆମ ବସ୍’ ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହେବା ସହ ୩ ଜଣ ଗୁରୁତର ହୋଇଛନ୍ତି । ଖଣ୍ଡଗିରି ଛକରେ ଆମ ବସ୍ ଜଣେ ବୃଦ୍ଧଙ୍କୁ ଘୋଷାଡିନେବା ଫଳରେ ତାଙ୍କର ମୃତ୍ୟୁ ହୋଇଛି । ସେହିଭଳି ସତ୍ୟବାଦୀରେ ବି ଆମ୍‌ ବସ୍‌ର ବେପରୁଆ ଗାଡ଼ି ଚାଳନା ଦେଖିବାକୁ ମିଳିଛି । ସତ୍ୟବାଦୀ ଗୋପାଳଜୀଉ ମନ୍ଦିରରୁ ପୁରୀ ଯାଉଥିଲା ଆମ ବସ୍‌ । ଏହି ସମୟରେ ସାକ୍ଷୀଗୋପାଳ ଲେବଲ କ୍ରସିଂ ନିକଟରେ ଦୁର୍ଘଟଣା ଘଟିଛି । ଲେବଲ୍ କ୍ରସିଂ ପାଖରେ ଠିଆ ହୋଇଥିବା ବେଳେ ୩ଟି ବାଇକକୁ ଧକ୍କା ଦେଇଥିଲା ଆମ ବସ୍ । ଏଥିରେ ଆମ୍‌ ବସ୍‌ ଧକ୍କାରେ ୩ ଜଣ ଆହତ ହୋଇଥିବାବେଳେ ଜଣଙ୍କ ଅବସ୍ଥା ଗୁରୁତର ଅଛି । ଏଥିରେ ଏକ ନାବାଳକ ଅଳ୍ପକେ ବର୍ତ୍ତି ଯାଇଛି । ଏକ ଦମ୍ପତ୍ତି ଏଥିରେ ଆହତ ହୋଇଛନ୍ତି ।

  • Related Posts

    ମହିଳାଙ୍କୁ ଦଳିଦେଲା ଦନ୍ତା

    କୁଚିଣ୍ଡା : ଶୌଚ ହେବାକୁ ଯାଇଥିବା ବେଳେ ମହିଳାଙ୍କୁ ଗୋଡାଇ ଗୋଡାଇ ଦଳିଦେଲା ଦନ୍ତା । ମୃତ ମହିଳା ଜଣଙ୍କ ହେଲେ କୁଚିଣ୍ଡା ବନାଞ୍ଚଳ ସଇଡା ଗ୍ରାମର ଅଞ୍ଜଳି କୁସୁମ(୪୬ ବର୍ଷ) । ଗତକାଲି ଠାରୁ ଏକ ୬ ଟିକିଆ ହାତୀପଲ…

    Continue reading
    ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ୍

    ସୁନ୍ଦରଗଡ଼: ଭିଜିଲାନ୍ସ ପଞ୍ଝାରେ ପ୍ରକଳ୍ପ ନିର୍ଦ୍ଦେଶକ। ସୁନ୍ଦରଗଡ଼ ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ତଥା ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ପ୍ରସନ୍ନ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି । ସୁନ୍ଦରଗଡ଼…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ