ଆରବସାଗରରେ ବାତ୍ୟା ସମ୍ଭାବନା

ଭୁବନେଶ୍ୱର: ବାତ୍ୟାକୁ ନେଇ ବଡ଼ ଖବର । ଆରବସାଗରରେ ବାତ୍ୟା ସମ୍ଭାବନା । ଆଗାମୀ ୧୨ ଘଣ୍ଟାରେ ଚିତ୍ର ସ୍ପଷ୍ଟ ହେବ ବୋଲି କୁହାଯାଉଛି । ୨୪ ଘଣ୍ଟାରେ ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେବ । ଚଳିତ ବର୍ଷା ଋତୁରେ ପ୍ରଥମ ବାତ୍ୟା ସମ୍ଭାବନା । ବଙ୍ଗୋପସାଗରରେ ବାତ୍ୟା ଘନୀଭୂତ ହେଲେ ଏହାର ବିଶେଷ ପ୍ରଭାବ ତଟବର୍ତ୍ତୀ ରାଜ୍ୟ ଯେପରିକି ଓଡ଼ିଶା, ପଶ୍ଚିମବଙ୍ଗ, ବାଂଲାଦେଶ ।

ଆରବସାଗରରେ ବାତ୍ୟାର ଆକଳନ କରାଯାଉଥିବାରୁ ଗୁଜୁରାଟ କୋର୍ଟ ଉପରେ ୱାର୍ଣ୍ଣଂ ଜାରି କରାଯାଇପାରେ । ସେଠାକାର ଅଞ୍ଚଳରେ ହାଇଆଲର୍ଟ ସ୍ଥିତି ଘୋଷଣା କରିପାରନ୍ତି ପ୍ରଶାସନ । ଆରବ ସାଗର ପଶ୍ଚିମ ଭାରତ ସହିତ ସଂଲଗ୍ନ ସମୁଦ୍ର । ତେ ​​​​​​​ଓଡ଼ିଶା ଉପରେ ବାତ୍ୟାର କୌଣସି ପ୍ରଭାବ ରହିବ ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

  • Related Posts

    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading
    ନାବାଳିକାଙ୍କୁ ଗଣଦୁଷ୍କର୍ମ , ଦୁଇ ନାବାଳକଙ୍କୁ ଧରିଲା ପୁଲିସ

    କଟକ : କଟକର ବାଦାମବାଡ଼ିରେ ଏକ ଲଜ୍ଜାଜନକ କାଣ୍ଡ ଘଟିଛି । ଜଣେ ନାବାଳିକାଙ୍କୁ ଦୁଇ ଜଣ ନାବାଳକ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏହି ଘଟଣାକୁ କେନ୍ଦ୍ର କରି ବାଦାମବାଡ଼ି ଥାନାରେ ମାମଲା ରୁଜୁ ପରେ ପୁଲିସ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ