ଆସନ୍ତାକାଲି ନବଯୌବନ ଦର୍ଶନ

ଆସନ୍ତାକାଲି ନବଯୌବନ ଦର୍ଶନ। ୧୫ ଦିନ ଅଣସର ପରେ ସୁସ୍ଥ ହୋଇଛନ୍ତି ଶ୍ରୀ ଜିଉ। ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରିବେ ଶ୍ରଦ୍ଧାଳୁ। ଆଜି ଅଣସର ତ୍ରୟୋଦଶୀ ଦିନ। ଚତୁର୍ଦ୍ଧାମୂର୍ତ୍ତିଙ୍କ ଗୁପ୍ତ ସେବାରେ ଘଣାଲାଗି ଓ ଶ୍ରୀପୟର ମୁଦା ଉପଲକ୍ଷେ ପାଟଡ଼ୋର, ଖଳି ପ୍ରସାଦ ଓ ଖଡ଼ି ପ୍ରସାଦ ଲାଗି ହୋଇଥାଏ।

ଘଣ୍ଟ, ଛତା, କାହାଳୀ ସହ ଖଳି ପ୍ରସାଦ ଅଣସର ସୁଦ୍ଧସୁଆର ଘରଠାରୁ ଶ୍ରୀମନ୍ଦିରକୁ ବିଜେ କରାଯାଇଥାଏ। ଆସନ୍ତାକାଲି ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ବଡ଼ସିଂହାର ଧୂପ ପରେ ପଣା ଓ ଚକଟା ଭୋଗ ସରିବା ପରେ ଦତ୍ତ ମହାପାତ୍ର ଭୂମି ମାପକରି ବନକ ଲାଗି କରାଯିବ। ମଙ୍ଗଳ ଆଳତି, ଅବକାଶ ନୀତି ପରେ ନବଯୌବନ ଦର୍ଶନ ହେବ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ