ଆୟୁଷ୍ମାନ ସମସ୍ୟାର ସମାଧାନ ପାଇଁ ସରକାରୀ ଭାବେ ପଦକ୍ଷେପ ନିଆଯିବ:ପ୍ରଭାତୀ ପରିଡା

ଭୁବନେଶ୍ୱର: ଆୟୁଷ୍ମାନ ଯୋଜନା ରାଜ୍ୟବାସୀଙ୍କ ପାଇଁ ସମ୍ପୂର୍ଣ୍ଣ ନୂଆ। ତେଣୁ କିଛି କିଛି ସମସ୍ୟା ଉପୁଜିବାଟା ସ୍ୱାଭାବିକ। କିନ୍ତୁ ସେସବୁର ସମାଧାନ ପାଇଁ ସରକାରୀ ଭାବେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ତେଣେ ହିତାଧିକାରୀଙ୍କ ମତରେ ଯେହେତୁ ଆୟୁଷ୍ମାନ କାର୍ଡ ସାରା ଦେଶରେ କାର୍ୟ୍ୟକାରୀ ହେଉଛି, ତେଣୁ ଏହାକୁ ନେଇ ସମସ୍ୟା ରହିବ ନାହିଁ। ହେଲେ ଏଥିରେ ସାମିଲ ହେବାକୁ ଥିବା ଲୋକଙ୍କ ପାଖରେ ପର୍ୟ୍ୟାପ୍ତ ସୂଚନା ରହିବା ଆବଶ୍ୟକ। ଶୁକ୍ରବାର ଠାରୁ ଏହି ଯୋଜନା ରାଜ୍ୟରେ କାର୍ୟ୍ୟକାରୀ ହୋଇଛି। ପୂର୍ବରୁ ଯେଉଁମାନେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ପଇସାରିଛନ୍ତି, ସେମାନେ ଏହି ଯୋଜନାରେ ଆପେ ଆପେ ସାମିଲ ହୋଇଯିବେ ବୋଲି ଶୁକ୍ରବାର ଆୟୋଜିତ କାର୍ୟ୍ୟକ୍ରମରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କିନ୍ତୁ ନୂଆ ହିତାଧିକାରୀ ମାନଙ୍କୁ ଚିହ୍ନଟ କରିବା, ସେମାନଙ୍କୁ ଯୋଜନାରେ ସାମିଲ କରାଇବା ଭଳି ଗୁରୁ ଦାୟିତ୍ୱ ଏବେ ସରକାରୀ କଳ ହାତରେ, ଯାହା ସମ୍ଭବ ହୋଇପାରିବ ବୋଲି ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି।

  • Garvita Odia

    Related Posts

    ଗଞ୍ଜାମ ପାଇଁ ଏକ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ: ମୁଖ୍ୟମନ୍ତ୍ରୀ

    ଦିଗପହଣ୍ଡି: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତ କରି ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗ ଦେଇଛନ୍ତି । ବ୍ରହ୍ମପୁରରେ ମା’ ବୁଢ଼ୀ ଠାକୁରାଣୀ ଅସ୍ଥାୟୀ ପୀଠରେ ପହଞ୍ଚି ମା’ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ । ପରେ…

    ୯ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

    ଭୁବନେଶ୍ୱର : କାଳବୈଶାଖୀ ପ୍ରଭାବରେ ପୂରା ରାଜ୍ୟରେ ପାଗ ବଦଳିବା ଯୋଗୁ ତାତି ତଳମୁହାଁ ହୋଇଛି । କିଛିଟା ଆଶ୍ୱସ୍ତି ମିଳିଛି। ସୋମବାର ୯ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଗଜପତି, ସୁନ୍ଦରଗଡ଼,…

    Leave a Reply

    Your email address will not be published. Required fields are marked *

    You Missed

    ଗଞ୍ଜାମ ପାଇଁ ଏକ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ: ମୁଖ୍ୟମନ୍ତ୍ରୀ

    ଗଞ୍ଜାମ ପାଇଁ ଏକ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ: ମୁଖ୍ୟମନ୍ତ୍ରୀ

    ମହିଳାଙ୍କ ସୁରକ୍ଷା ପାଇଁ ଲଢ଼େଇ ଜାରି ରଖିବ କଂଗ୍ରେସ

    ମହିଳାଙ୍କ ସୁରକ୍ଷା ପାଇଁ ଲଢ଼େଇ ଜାରି ରଖିବ କଂଗ୍ରେସ

    ୯ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

    ୯ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

    ଭିସୁଟ୍‌ରେ ୧୦୦ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

    ଭିସୁଟ୍‌ରେ ୧୦୦  ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

    ବସ୍‌ ଓଲଟି ଜଣଙ୍କର ମୃତ୍ୟୁ, ୫ ଜଣ ଗୁରୁତର

    ବସ୍‌ ଓଲଟି ଜଣଙ୍କର ମୃତ୍ୟୁ, ୫ ଜଣ ଗୁରୁତର

    ମେ ୨ରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା

    ମେ ୨ରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା