ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦୀ

ନୂଆଦିଲ୍ଲୀ: ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଇରାନ ରାଷ୍ଟ୍ରପତି ଡକ୍ଟର ମାସୁଦ ପେଜେଶକିଆନଙ୍କ ସହ କଥାବାର୍ତ୍ତା ହୋଇଛନ୍ତି ପ୍ରଧାନମନ୍ତ୍ରୀ। ଟେଲିଫୋନ୍ ଯୋଗେ ଉଭୟ ନେତା ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା କରିଛନ୍ତି।

ମୁକ୍ତ ବାଣିଜ୍ୟ ସ୍ୱାଧୀନତା ଉପରେ ଗୁରୁତ୍ୱ ଦେଇଛନ୍ତି ପ୍ରଧାନମନ୍ତ୍ରୀ। ସେହିଭଳି ସ୍ଥାୟୀ ଶାନ୍ତି ଓ ସ୍ଥିରତା ପାଇଁ ନିରନ୍ତର ପ୍ରୟାସ ଉପରେ ଗୁରୁତ୍ବାରୋପ କରିଛନ୍ତି। ପଶ୍ଚିମ ଏସିଆର ବିକାଶ ଉପରେ ମଧ୍ୟ ଉଭୟ ନେତା ଆଲୋଚନା କରିଥିବା ସୂଚନା ମିଳିଛି।

  • Related Posts

    ମନ୍ଦିରରେ ଦଳାଚକଟା: ୭ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

    ବିହାରର ଲକ୍ଷୀସରାଇ ଜିଲ୍ଲାସ୍ଥିତ ଅଶୋକ ଧାମ ମନ୍ଦିରରେ ସୋମବାର ଦଳାଚକଟାରେ ୭ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି। ପ୍ରାରମ୍ଭିକ ସୂଚନା ଅନୁଯାୟୀ, ଏକ ବିଦ୍ୟୁତ୍ ତାର ଛିଣ୍ଡିଯିବାରୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା…

    Continue reading
    ହୋଟେଲରେ ଅଗ୍ନିକାଣ୍ଡ, 7 ମୃତ

    କଲିକତା : ଆଜି ସକାଳୁ ପଶ୍ଚିମବଙ୍ଗ ବୀରଭୂମିର ତାରାପୀଠରେ ଏକ ଘରୋଇ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ 7 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇ ରାମପୁରହାଟ ମେଡିକାଲ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ