ଇସ୍ତଫା ଦେଲେ ବିସିସିଆଇ ସଭାପତି ରୋଜର ବିନ୍ନି !

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡରେ ଏକ ବଡ଼ ପରିବର୍ତ୍ତନ ହୋଇପାରେ। ରିପୋର୍ଟ ଅନୁଯାୟୀ ବିସିଆଇ ସଭାପତି ରୋଜର ବିନ୍ନି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି । ବୋର୍ଡ ଉପାଧ୍ୟକ୍ଷ ରାଜୀବ ଶୁକ୍ଳାଙ୍କୁ କାର୍ୟ୍ୟକାରୀ ସଭାପତି କରାଯାଇଛି । ଏବେ ସଭାପତିଙ୍କ ପାଇଁ ସ୍ପନସରସିପ ଖୋଜିବା ବଡ଼ ଚ୍ୟାଲେଞ୍ଜ ହେବ । ବିଭିନ୍ନ ଜାତୀୟ ଗଣମାଧ୍ୟମରେ ରୋଜର ବିନ୍ନି ଇସ୍ତଫା ଦେଇଥିବା ଚର୍ଚ୍ଚା ହେଉଛି ।

ରିପୋର୍ଟ ଅନୁଯାୟୀ, ଅଗଷ୍ଟ ୨୭ରେ ରାଜୀବ ଶୁକ୍ଳାଙ୍କ ଅଧ୍ୟକ୍ଷତାରେ ବିସିସିଆଇ ଅଧିକାରୀଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଡ୍ରିମ ୧୧ ପ୍ରତ୍ୟାହାର ପରେ ନୂଆ ସ୍ପନ୍‌ସର ଉପରେ ଆଲୋଚନା କରାଯାଇଥିଲା । ୨୦୨୨ରେ ସୌରଭ ଗାଙ୍ଗୁଲିଙ୍କ ସ୍ଥାନରେ ରୋଜର ବିନ୍ନି ବୋର୍ଡର ସଭାପତି ହୋଇଥିଲା । ବର୍ତ୍ତମାନ ରୋଜର ବିନ୍ନିଙ୍କ ବୟସ ୭୦ ବର୍ଷ । ସେ ସଭାପତି ପଦରୁ ଇସ୍ତଫା ଦେଇଥିବା କୁହାଯାଉଛି । ବିସିସିଆଇର ନିମୟ ଅନୁଯାୟୀ, ଯେକୌଣସି ଅଧିକାରୀଙ୍କୁ ୭୦ ବର୍ଷ ବୟସ ପରେ ତାଙ୍କ ପଦବୀ ଛାଡିବାକୁ ପଡିବ । ଏପରି ପରିସ୍ଥିତିରେ, ପୂର୍ବତନ ଟିମ ଇଣ୍ଡିଆ ଖେଳାଳି ରୋଜର ବିନ୍ନି ଏହି ପଦବୀରେ ରହିବା ପାଇଁ ଅଯୋଗ୍ୟ ହୋଇଛନ୍ତି । ରାଜୀବ ଶୁକ୍ଲା କିଛି ମାସ ପାଇଁ ଦାୟିତ୍ୱ ଗ୍ରହଣ କରିବେ । ନୂଆ ସଭାପତି ନିର୍ବାଚିତ ହେବା ପର୍ୟ୍ୟନ୍ତ ସେ କାର୍ୟ୍ୟକାରୀ ସଭାପତି ଭାବରେ କାର୍ୟ୍ୟ କରିବେ ।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ