ଇସ୍ତଫା ଦେଲେ ସୁନନ୍ଦା ଦାସ

ଭୁବନେଶ୍ୱର: ବିଜେଡି ଛାଡ଼ିଲେ ବରୀର ପୂର୍ବତନ ବିଧାୟକ ସୁନନ୍ଦା ଦାସ। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି। ୫ ମାସ ହେଲା ଦଳରେ ଅଣଦେଖା ହୋଇ ରହିଥିବା ସେ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ, ସୁନନ୍ଦା ଦାସ ୨୦୧୯ରୁ ୨୦୨୪ ପର୍ୟ୍ୟନ୍ତ ବରୀରୁ ବିଧାୟକ ହୋଇଥିଲେ। ତେବେ ୨୦୨୪ ନିର୍ବାଚନରେ ତାଙ୍କୁ ବିଜେଡି ଟିକେଟ ଦେଇ ନଥିଲା। ତାଙ୍କ ବଦଳରେ ବିଜେପି ଛାଡ଼ି ଆସିଥିବା ବିଶ୍ୱରଞ୍ଜନ ମଲ୍ଲିକଙ୍କୁ ଟିକେଟ ଦେଇଥିଲା ବିଜେଡି। ସେ ବିଜୟୀ ମଧ୍ୟ ହୋଇଛନ୍ତି।

  • Related Posts

    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading
    ବଦଳିବେନି କଂଗ୍ରେସ ବିଧାୟକ ଦଳ ନେତା: ଭକ୍ତ ଦାସ

    ଭୁବନେଶ୍ୱର: କଂଗ୍ରେସ ବିଧାୟକଙ୍କ ଦିଲ୍ଲୀ ଗସ୍ତ ଏବଂ ବିଧାୟକ ଦଳ ନେତା ପରିବର୍ତ୍ତନ ଚର୍ଚ୍ଚା ଭିତରେ ବଡ଼ ବୟାନ ଦେଇଛନ୍ତି ପିସିସି ସଭାପତି । କହିଛନ୍ତି, କଂଗ୍ରେସ ବିଧାୟକ ମାନେ ଦିଲ୍ଲୀ ବୁଲିବାକୁ ଯାଇଛନ୍ତି । କଂଗ୍ରେସ ବିଧାୟକ ଦଳ ନେତା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ