ଉତ୍ତରକାଶୀରେ ଦୁଇ-ଦୁଇ ଥର ଭୂକମ୍ପ

ଉତ୍ତରକାଶୀ: ଉତ୍ତରକାଶୀ ଓ ଆଖପାଖ ଅଞ୍ଚଳରେ ଶୁକ୍ରବାର ଦୁଇଥର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଭୟରେ ଲୋକେ ଘରୁ ବାହାରକୁ ବାହାରି ଆସିଥିଲେ। ବିପର୍ୟ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ତହସିଲରୁ କ୍ଷୟକ୍ଷତି ନେଇ ସୂଚନା ସଂଗ୍ରହ କରାଯାଉଛି। କୁହାଯାଉଛି ଯେ, ପ୍ରଥମେ ସକାଳ ପ୍ରାୟ ୭ଟା ୪୨ରେ ଭୂମିକମ୍ପ ହୋଇଥିଲା। ଭୂକମ୍ପ ଯୋଗୁଁଁ ବରୁଣାବତ ପର୍ବତର ଭୂସ୍ଖଳନ ଜୋନ୍‌ରୁ ପଥର ଖସିଥିବା ଜଣାପଡ଼ିଛି। ଏହାପରେ ସକାଳ ୮ଟା ୧୯ରେ ପୁନର୍ବାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୫ ରେକର୍ଡ଼ କରାଯାଇଛି।

  • Related Posts

    ଇସ୍ତଫା ଦେଲେ ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମା

    ନୂଆଦିଲ୍ଲୀ : ଇସ୍ତଫା ଦେଲେ ବିବାଦୀୟ ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମା। ଆହ୍ଲାବାଦ ହାଇକୋର୍ଟ ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମା ଶୁକ୍ରବାର ନିଜର ଇସ୍ତଫା ପତ୍ର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପଠାଇଛନ୍ତି। ବାସଭବନରୁ ବିପୁଳ ଟଙ୍କା ମିଳିବା ପରେ ସେ ବିବାଦରେ…

    Continue reading
    ଶପଥ ଗ୍ରହଣ କଲେ ନୀତିଶ କୁମାର

    ନୂଆଦିଲ୍ଲୀ: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ସଦସ୍ୟ ଭାବରେ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହିତ ଜେପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଲଲ୍ଲନ ସିଂହ, ରାଜ୍ୟସଭା ସାଂସଦ ସଞ୍ଜୟ ଝା, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ଅନେକ କେନ୍ଦ୍ର ମନ୍ତ୍ରୀ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ