ଉତ୍ତର ଦିଗର ବାସ୍ତୁ ମହତ୍ତ୍ୱ ଜାଣନ୍ତୁ!

ବାସ୍ତୁଶାସ୍ତ୍ର ଅନୁଯାୟୀ, ପ୍ରତି ଦିଗର କିଛି ନା କିଛି ନିଜସ୍ବ ମହତ୍ତ୍ୱ ରହିଛି। ବିଶେଷକରି ଉତ୍ତର ଦିଗକୁ ସବୁଠୁ ଶୁଭ ବୋଲି ବିବେଚନା କରାଯାଏ; କାରଣ ଏହି ଦିଗରେ ଧନର ଦେବତା କୁବେର ବାସ କରିଥାନ୍ତି। ତେଣୁ ଏହି ଦିଗରେ କ’ଣ କରିବା ଶୁଭ ହୋଇଥାଏ ଜାଣନ୍ତୁ ସେ ସମ୍ପର୍କରେ…

* ଉତ୍ତର ଦିଗର ପ୍ରଭୁ କୁହାଯାଉଥିବା କୁବେରଙ୍କର ଫଟୋ ହେଉ ଅଥବା ପ୍ରତୀମାକୁ ଏହି ଦିଗରେ ରଖିବା ଅନେକ ଶୁଭଫଳ ଦେଇଥାଏ। ତା’ସହିତ ବାସ୍ତୁ ଦୋଷକୁ ମଧ୍ୟ ଏହା ଆପେ ଆପେ ଠିକ୍‌ କରିଦିଏ।

* ତୁଳସୀ ଗଛର ଧାର୍ମିକ ମହତ୍ତ୍ୱ ଯଥେଷ୍ଟ ଥିବାରୁ ଏହାକୁ ଉତ୍ତର ଦିଗରେ ଲଗାଇବା ଅତ୍ୟନ୍ତ ଶୁଭ ହୋଇଥାଏ। ଏହାଦ୍ୱାରା ଘରେ ସୁଖ ସମୃଦ୍ଧି ବୃଦ୍ଧି ପାଇଥାଏ ବୋଲି କୁହାଯାଏ।

* ମନିପ୍ଲାଣ୍ଟର ବି ବାସ୍ତୁ ମହତ୍ତ୍ୱ ଖୁବ୍‌ ରହିଛି। ଯଦି ଏହି ଗଛକୁ ଘରର ଉତ୍ତର ଦିଗରେ ଲଗାଯାଏ; ତା’ହେଲେ ଆର୍ଥିକ ଲାଭ ହୋଇଥାଏ ବୋଲି ବିଶ୍ୱାସ ରହିଛି।

* ଉତ୍ତର ଦିଗରେ ଦର୍ପଣ ଲଗାଇବା ବାସ୍ତୁ ଅନୁଯାୟୀ ଶୁଭ ହୋଇଥାଏ। କାରଣ ଏହା ଘର ମଧ୍ୟକୁ କୌଣସି ନକାରାତ୍ମକ ଊର୍ଜା ପ୍ରବେଶ କରିବାକୁ ଦିଏ ନାହିଁ।

* ଆବଶ୍ୟକ ପଡ଼ିଲେ ଏହି ଦିଗରେ ରୋଷେଇ ଘର କରି ବି ଘରକୁ ବାସ୍ତୁ ଦୋଷ ମୁକ୍ତ କରିହେବ। ଯଦ୍ଦ୍ବାରା ଘରେ କେବେ ବି ଅନ୍ନର ଅଭାବ ଦେଖାଯିବ ନାହିଁ।

* ଘରର ମୁଖ୍ୟଦ୍ୱାର ବି ଉତ୍ତର ଦିଗରେ ରହିବା ଶୁଭଫଳ ପ୍ରଦାନ କରିଥାଏ ।

  • Related Posts

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରେମ କରୁଛନ୍ତି କି ? ଜାଣିରଖନ୍ତୁ ଏସବୁ କଥା । ଯଦି ମନେରଖିବେ କେବେ ଆପଣଙ୍କର ଗାର୍ଲଫ୍ରେଣ୍ଡ ସହ ହେବନି ଝଗଡ଼ା । ତା ହେଲେ ପଢ଼ିନିଅନ୍ତୁ ଟ୍ଟକଣ କଣ ଇଚ୍ଛାଥାଏ ଗାର୍ଲଫ୍ରେଣ୍ଡଙ୍କର । ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ଇଚ୍ଛାଥାଏ, ଦିନର ପ୍ରଥମ…

    Continue reading
    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ଆଜିକାଲି ଦମ୍ପତିମାନେ ପ୍ରାୟତଃ ସାମାନ୍ୟ କଥାକୁ ନେଇ ଝଗଡ଼ା କରନ୍ତି। କେତେକ ସମୟରେ, ଏହି ଛୋଟ ଛୋଟ ସମସ୍ୟା ଛାଡପତ୍ର ପର୍ଯ୍ୟନ୍ତ ବଢ଼ିଯାଏ। ଆଜିର ସମୟରେ ଦମ୍ପତିଙ୍କ ମଧ୍ୟ ସ୍ଲିପ୍ ଡିଭୋର୍ସ ମଧ୍ୟ ବଢୁଛି। ତେବେ ଏହି ସ୍ଲିପ୍ ଡିଭୋର୍ସ କ’ଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ