ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ଵର: ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଲଘୁଚାପଟି ଘନୀଭୂତ ହେବା ସହ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବାର ଆଶଙ୍କା କରାଯାଉଥିବାବେଳେ ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ଗତି କରିପାରେ। ଉତ୍ତର ଓଡିଶା ଓ ଏହାର ପାଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାତ୍ୟା ଓ୍ବିଫାର ଅବଶିଷ୍ଟାଂଶ ପ୍ରବେଶ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୨୭ ତାରିଖ ପର୍ୟ୍ୟନ୍ତ ପ୍ରବଳ ବର୍ଷା ହେବ। ଆଜିଠାରୁ ତିନିଦିନ ଧରି ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

  • Garvita Odia

    Related Posts

    ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଛି :ପ୍ରଭାତୀ ପରିଡ଼ା

    ଭୁବନେଶ୍ୱର : ଦିଲ୍ଲୀରୁ ଫେରିଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଥିବା ନେଇ ସୂଚନା ଦେଇଛନ୍ତି ପ୍ରଭାତୀ ପରିଡ଼ା । ବଳଙ୍ଗା ପୀଡିତାଙ୍କ ପରିବାରକୁ ଦିଲ୍ଲୀ ଏମ୍ସରେ ଭେଟିବା ସହ ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି…

    ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ

    ଭୁବନେଶ୍ୱର: ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୨୦୨୪ ଜାନୁଆରୀ ପହିଲାରେ ଭିତ୍ତିପ୍ରସ୍ତର ପଡ଼ିଥିଲା । ଏବେ ସୁଦ୍ଧା କାମ ଶୂନ । ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ କାମ ବିଳମ୍ବ ହେଉଥିବାରୁ ଠିକା ସଂସ୍ଥାର ଟେଣ୍ଡର ବାତିଲ ହୋଇଛି। ଠିକା ସଂସ୍ଥା ସିଗାଲ…

    Leave a Reply

    Your email address will not be published. Required fields are marked *

    You Missed

    ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଛି :ପ୍ରଭାତୀ ପରିଡ଼ା

    ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଛି :ପ୍ରଭାତୀ ପରିଡ଼ା

    ବିଜେଡ଼ି ଆଣିବ ଅନାସ୍ଥା !ଇଙ୍ଗିତ ଦେଲେ ଅରୁଣ

    ବିଜେଡ଼ି ଆଣିବ ଅନାସ୍ଥା !ଇଙ୍ଗିତ ଦେଲେ ଅରୁଣ

    ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ: ମନମୋହନ

    ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ: ମନମୋହନ

    ଏନକାଉଣ୍ଟରରେ ୩ ନକ୍ସଲ ନିହତ

    ଏନକାଉଣ୍ଟରରେ ୩ ନକ୍ସଲ ନିହତ

    ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ

    ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ

    ଜଳପ୍ରପାତରେ ବୁଡ଼ି ଦୁଇ ଡାକ୍ତରୀ ଛାତ୍ର-ଛାତ୍ରୀଙ୍କ ମୃତ୍ୟୁ