ଋତୁରାଜ ଗାଏକ୍ବାର୍ଡଙ୍କୁ ୧୨ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଚେନ୍ନାଇ ସୁପର କିଙ୍ଗ୍‌ସ ଅଧିନାୟକ ଋତୁରାଜ ଗାଏକ୍ବାର୍ଡଙ୍କୁ ୧୨ ଲକ୍ଷ ଟଙ୍କା ଜରିମାନା ହୋଇଚି। ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଗତକାଲି ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଏକ ରୋମାଞ୍ଚକର ମ୍ୟାଚ୍ ପରେ ଚେନ୍ନାଇ ସୁପର କିଙ୍ଗସ କିଛି ବିପର୍ୟ୍ୟୟଜନକ ଖବର ପାଇଛି। ବିଜୟ ଉତ୍ସବ ମଧ୍ୟରେ ଋତୁରାଜ ଗାୟକୱାଡଙ୍କୁ ଆଇପିଏଲ ଆଚରଣ ସଂହିତା ଉଲ୍ଲଂଘନ କରିବା ପାଇଁ ଜରିମାନା କରାଯାଇଛି। ଶନିବାର ମ୍ୟାଚ୍‌ରେ ଚେନ୍ନାଇ ଦଳ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଓଭରର କୋଟା ପୂରଣ କରିବାରେ ବିଫଳ ହୋଇଥିଲା, ଯାହା ଫଳରେ ବିସିସିଆଇ ଏହି କଠୋର କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବାଧ୍ୟ ହୋଇଥିଲା।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ