ଏକ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ରୁପା ଜବତ

ସମ୍ବଲପୁର: କାର୍‌ ଭିତରୁ ଏକ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ରୁପା ଜବତ। ରେଙ୍ଗାଲି ତହସିଲ ଅଫିସ୍‌ ଛକ ନିକଟରୁ ଜବତ ହେଲା ବିପୁଳ ରୁପା । ଏକ କୁଇଣ୍ଟାଲ ୧୦ କେଜି ରୁପା ଜବତ ହୋଇଥିବା ସୂଚନା । କାର୍‌ ଭିତରେ ସିକ୍ରେଟ୍‌ ଚାମ୍ବର୍ କରି ହେଉଥିଲା ଚୋରା ଚାଲାଣ । ଗଞ୍ଜେଇ ଚୋରା ଚାଲାଣ ଯାଞ୍ଚ ବେଳେ ଜବତ କଲେ ଅବକାରୀ ଟିମ୍‌ ।ଝାଡ଼ଖଣ୍ଡ ରାଞ୍ଚିକୁ ଚାଲାଣ ହେଉଥିବା ଜଣାପଡ଼ିଛି। ଏହି ଘଟଣାରେ ୨ ଜଣଙ୍କୁ ଅଟକ ରଖାଯାଇଛି।

  • Related Posts

    ସାମ୍ନାକୁ ଆସିଲା ପୁଣି ବଧୂ ହତ୍ୟା ଅଭିଯୋଗ

    ଭୁବନେଶ୍ୱର : ସାମ୍ନାକୁ ଆସିଲା ପୁଣି ବଧୂ ହତ୍ୟା ଅଭିଯୋଗ । ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅଧିନ ଧୀରୁକୁଟୀ ବସ୍ତିରେ ଜଣେ ନବବିବାହିତଙ୍କୁ ହତ୍ୟା କରିଥିବା ଅଭିଯୋଗ ଆସିଛି । ଝିଅଙ୍କୁ ଶାଶୁଘର ଲୋକେ ମାରି ଦେଇଥିବା ଅଭିଯୋଗ ଆଣିଛନ୍ତି ପରିବାର…

    ନୃଶଂସ ପୁଅ : ମାଆକୁ ତଣ୍ଟି ଚିପି ମାରିଦେଲା

    ଗଞ୍ଜାମ : ନିଜ ଜନ୍ମ କଲା ମାଆକୁ ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ଆସିକା ଥାନା ଦନ୍ତରୀ ବିଗଡ ଗାଁରେ। ଜମିବାଡି ବିବାଦକୁ କେନ୍ଦ୍ର କରି ଏଭଳି କାଣ୍ଡ…

    Leave a Reply

    Your email address will not be published. Required fields are marked *

    You Missed

    କୁକୁର କାମୁଡ଼ାରେ ଦୁଇ ମୃତ

    କୁକୁର କାମୁଡ଼ାରେ ଦୁଇ ମୃତ

    ଲଘୁଚାପ: ୧୨ରୁ ପ୍ରବଳ ବର୍ଷିବ

    ଲଘୁଚାପ:  ୧୨ରୁ ପ୍ରବଳ ବର୍ଷିବ

    ଆଜିଠୁ ବିଶ୍ୱ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍‌ ବ୍ରୋଞ୍ଜ ଆରମ୍ଭ

    ଆଜିଠୁ ବିଶ୍ୱ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍‌ ବ୍ରୋଞ୍ଜ ଆରମ୍ଭ

    ଆମର କୌଣସି ବିମାନ ନଷ୍ଟ ହୋଇନି : ପାକିସ୍ତାନ

    ଆମର କୌଣସି ବିମାନ ନଷ୍ଟ ହୋଇନି : ପାକିସ୍ତାନ

    ସାମ୍ନାକୁ ଆସିଲା ପୁଣି ବଧୂ ହତ୍ୟା ଅଭିଯୋଗ

    ସାମ୍ନାକୁ ଆସିଲା ପୁଣି ବଧୂ ହତ୍ୟା ଅଭିଯୋଗ

    ତେଜସ୍ବୀଙ୍କୁ ଇସିଙ୍କ ନିର୍ଦେଶ; ୧୬ ସୁଦ୍ଧା ନକଲି ଭୋଟର କାର୍ଡ ଦାଖଲ କର

    ତେଜସ୍ବୀଙ୍କୁ ଇସିଙ୍କ ନିର୍ଦେଶ; ୧୬ ସୁଦ୍ଧା ନକଲି ଭୋଟର କାର୍ଡ ଦାଖଲ କର