ଏଫଏମ ଘଟଣା, ପେଟ୍ରୋଲ ପମ୍ପରୁ ମିଳିଛି ଚାଞ୍ଚଲ୍ୟକର ତଥ୍ୟ

ବାଲେଶ୍ୱର : ବାଲେଶ୍ୱର ଏଫଏମ୍ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟଣାକୁ ନେଇ ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ ଟିମ୍ । ପେଟ୍ରୋଲ ପମ୍ପରେ ସିସିଟିଭି ଯାଞ୍ଚ ଭିତରେ ମିଳିଛି ଚାଞ୍ଚଲ୍ୟକର ତଥ୍ୟ । ଘଟଣା ଦିନ ପେଟ୍ରୋଲ ପମ୍ପରୁ ଜଣେ ଯୁବତୀ ସ୍କୁଟିରେ ଆସି ପେଟ୍ରୋଲ ନେଇଥିବା ସୂଚନା ମିଳିଛି । ଏନେଇ ସୂଚନା ଦେଇଛନ୍ତି ପେଟ୍ରୋଲ ପମ୍ପ କର୍ମଚାରୀ । ତେବେ ପେଟ୍ରୋଲ କାହିଁକି ନେଇଥିଲେ ତାହା ଏଯାଏଁ ସ୍ପଷ୍ଟ ହୋଇନି । ଫକୀରମୋହନ ମହାବିଦ୍ୟାଳୟ ନିକଟରେ ତାରିଣୀ ପେଟ୍ରୋଲ ପମ୍ପ ରହିଛି । କ୍ରାଇମବ୍ରାଞ୍ଚ ଟିମ୍ ପେଟ୍ରୋଲ ପମ୍ପର ସିସିଟିଭି ଫୁଟେଜ ଯାଞ୍ଚ କରିବା ସହ ସିସିଟିଭି କ୍ୟାମେରାର ହାର୍ଡଡିସ୍କକୁ ଜବତ କରିଛି ।
ବାଲେଶ୍ୱର ଏଫଏମ୍ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟଣାକୁ ନେଇ ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ ଟିମ୍ । କଲେଜ ନିକଟ ତାରିଣୀ ପେଟ୍ରୋଲ ପମ୍ପରେ ଆଜି ଦ୍ୱିତୀୟ ଦିନରେ କ୍ରାଇମବ୍ରାଞ୍ଚ ଟିମ ଯାଞ୍ଚ କରିଛି । ଫକୀରମୋହନ ମହାବିଦ୍ୟାଳୟ ନିକଟରେ ତାରିଣୀ ପେଟ୍ରୋଲ ପମ୍ପ ରହିଛି ।
ତେଣୁ ଆତ୍ମହୂତି ଦେବାକୁ ପୀଡିତା କିମ୍ୱା ଅନ୍ୟ କେହି ତାରିଣୀ ତେଲ ଟାଙ୍କିରୁ ପେଟ୍ରୋଲ ନେଇଥିବା ସନ୍ଦେହ କରାଯାଉଛି । ଯାହା ଅନୁମାନ ମୃତ ଛାତ୍ରୀ ଜଣଙ୍କ ମୁହଁରେ କପଡା ଗୁଡାଇ ପେଟ୍ରୋଲ ନେଇଥିଲେ । ତେବେ କ୍ରାଇମବ୍ରାଞ୍ଚ ଟିମ୍ ପେଟ୍ରୋଲ ପମ୍ପର ସିସିଟିଭି ଫୁଟେଜ ଯାଞ୍ଚ କରିବା ସହ ସିସିଟିଭି କ୍ୟାମେରାର ହାର୍ଡଡିସ୍କକୁ ଜବତ କରିଛି ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ