ଏସକର୍ଟ ଗାଡ଼ିକୁ ହଟାଇଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନକୁ ସ୍ୱୀକାର କରି ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ତାଙ୍କ ନିଜ ବ୍ୟକ୍ତିଗତ ସୁରକ୍ଷା ପାଇଁ ଯାଉଥିବା ପାଇଲଟ ଓ ଏସକର୍ଟ ଗାଡି ଗୁଡିକୁ ହଟେଇ ଦେଇଛନ୍ତି। ଆଜିଠାରୁ ସଚିବାଳୟ ଯିବା କିମ୍ବା ଅନ୍ୟାନ୍ୟ କାର୍ଯ୍ୟ ପାଇଁ କେବଳ ଏକମାତ୍ର ଗାଡ଼ିର ବ୍ୟବହାର କରିବେ।
ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁଁ ସମଗ୍ର ବିଶ୍ୱରେ ଦେଖାଦେଇଥିବା ତୈଳ ସଂକଟ ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ବିଭିନ୍ନ ଖର୍ଚ୍ଚକାଟ, ବିଶେଷକରି ପେଟ୍ରୋଲ ବ୍ୟବହାର କମ୍ କରିବାକୁ ଆହ୍ୱାନ ଦେଇଛନ୍ତି। ଏହା ସହିତ, ପ୍ରଧାନମନ୍ତ୍ରୀଙ୍କ ଏହି ଆହ୍ୱାନକୁ ଗୁରୁତ୍ୱ ଦେଇ, ବ୍ୟକ୍ତିଗତ ଗାଡିରେ ଯିବାଆସିବା କମ୍ କରିବା ସହିତ, ଅଧିକ ମାତ୍ରାରେ ପବ୍ଲିକ ଟ୍ରାନ୍‌ସପୋର୍ଟ ଓ EV ଗାଡ଼ିର ବ୍ୟବହାର କରିବାକୁ ଉପମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି।

  • Related Posts

    ତୁଳସୀ ମହିଳା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ

    କେନ୍ଦ୍ରାପଡ଼ା: ତୁଳସୀ ମହିଳା ମହାବିଦ୍ୟାଳୟରେ ନିର୍ବାଚନୀ ପ୍ରାର୍ଥୀପତ୍ର ଦାଖଲକୁ କେନ୍ଦ୍ର କରି ଉତ୍ତେଜନା ପ୍ରକାଶ ପାଇବା ପରେ ନିର୍ବାଚନକୁ ବାତିଲ କରିଛନ୍ତି ଅଧ୍ୟକ୍ଷା । ନାମାଙ୍କନ ପତ୍ର ଗ୍ରହଣ କରାନଯିବାକୁ ପ୍ରତିବାଦ କରି ଆନ୍ଦୋଳନକାରୀ ଛାତ୍ରୀମାନେ କଲେଜର ମୁଖ୍ୟ ଫାଟକରେ ଦୀର୍ଘ…

    Continue reading
    ଘୂର୍ଣ୍ଣିବଳୟ ସକ୍ରିୟ : ୧୩ରେ ଲଘୁଚାପ

    ଭୁବନେଶ୍ବର : ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଆସନ୍ତା ୧୧ ତାରିଖ ବେଳକୁ ଏହା ଆଣ୍ଡାମାନସାଗର ମଧ୍ୟକୁ ପ୍ରବେଶ କରିପାରେ। ଏହା ପ୍ରଭାବରେ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ