ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଅଧିକାରୀ ସ୍ତରରେ ଅଦଳବଦଳ ହୋଇଛି । ୧୪ଜଣଙ୍କୁ ବଦଳି କରାଯାଇଛି । ଏନେଇ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜସ୍ୱ ବୋର୍ଡ କୋର୍ଟ ଅଫିସର ଏନ୍‌ଏନ୍‌ ରାଜଲକ୍ଷ୍ମୀ ଓଝାଙ୍କୁ କଟକ ଟାଙ୍ଗୀ ଚୌଦ୍ୱାର ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡିଓ) ଭାବେ ବଦଳି କରାଯାଇଛି ।

ସେହିପରି ପୁରୀର ଡେପୁଟି କଲେକ୍ଟର ବସନ୍ତ କୁମାର ହାତୀଙ୍କୁ ଜଟଣୀ ବିଡିଓ, ବୌଦ୍ଧ ଡେପୁଟି କଲେକ୍ଟର ତୃପ୍ତିମୟୀ ଜେନାଙ୍କୁ ଗଞ୍ଜାମ ସେରଗଡ଼ ବିଡିଓ ଭାବେ ବଦଳି କରାଯାଇଛି । କଟକ ଡିଏଲ୍‌ଆର୍‌ଏସ୍‌ର ଆସିଷ୍ଟାଣ୍ଟ ଡାଇରେକ୍ଟର ଲୋପାମୁଦ୍ରା ନାୟକଙ୍କୁ ସାଲେପୁର ବିଡିଓ, ନିରଞ୍ଜନ ପରିଡ଼ାଙ୍କୁ ଜଗତସିଂହପୁର ନୂଆଗାଁ, ଚଇଁନୁ ଗଣ୍ଡଙ୍କୁ ଚନ୍ଦାହାଣ୍ଡି, ଶୁଭଶ୍ରୀ ଟୁଡୁଙ୍କୁ ବାହାନଗା, ପି ମନସ୍ମିତାଙ୍କୁ କୋରାପୁଟ କୁନ୍ଦ୍ରା, ପରମାନନ୍ଦ ଖଣ୍ଢେଇଙ୍କୁ ବାଙ୍ଗିରିପୋଷି, ରାଧା ରଞ୍ଜନ ଦାସଙ୍କୁ ବାଲିଆପାଳ, ଶିବ ଶଙ୍କର ମୁର୍ମୁଙ୍କୁ କୁସୁମି, ଗୋପୀନାଥ ଖାକାଙ୍କୁ ତରଭା, ରଶ୍ମିତା ନାଥଙ୍କୁ ବାଲିଅନ୍ତା ବିଡିଓ ଭାବେ ବଦଳି କରାଯାଇଛି । ସେହିପରି ତରଭା ବିଡିଓ ଗଙ୍ଗାରାମ ବୁଡେକ୍‌ଙ୍କୁ ବିଭାଗକୁ ଫେରାଇ ଆଣିଦିଆଯାଇଛି ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ