ଓଡ଼ିଶାକୁ ଆସିବ ୬୦୦ e-ବସ୍‌:ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାକୁ ଆସିବ ୬୦୦ e-ବସ୍‌। ୬୦୦ e-ବସ୍‌ ଆସିବ ବୋଲି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ପରିବେଶ ସୁରକ୍ଷା ପାଇଁ e-ବସ ଅଧିକ ପ୍ରଚଳନ କରିବାକୁ ଯୋଜନା। ରାଜ୍ୟରେ ୧ ହଜାର e-ବସ୍‌ର ଆବଶ୍ୟକତା ରହିଛି। ଆଗକୁ ରାଜ୍ୟ ସରକାର ୨୦୦ଟି e ବସ୍‌ ଆଣିବେ। ପ୍ରଧାନମନ୍ତ୍ରୀ ମଧ୍ୟ ଓଡ଼ିଶାକୁ ୪୦୦ଟି e-ବସ ପ୍ରଦାନ କରିବେ। ମୋଟ ୬୦୦ଟି e-ବସ ଜନସାଧାରଣଙ୍କ ସେବାରେ ଲାଗିବ। ଏବେ ୨୫ଟି e-ବସ ଆସୁଛି, ଯାହା ସମ୍ବଲପୁରକୁ ପ୍ରଦାନ କରାଯିବ। ପରେ ଅନ୍ୟ ଜିଲାକୁ ମଧ୍ୟ e-ବସ ପ୍ରଦାନ କରାଯିବ ।

  • Related Posts

    କୌଣସି ବି ଶିଶୁ ଶିକ୍ଷାରୁ ବଞ୍ଚିତ ହେବେ ନାହିଁ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର :ସାହିଗଳିରେ ବିଦ୍ୟା ଆରମ୍ଭ ପର୍ବକୁ ଉତ୍ସବ ଭାବେ ପାଳନ କରାଯାଉଛି। ଏହାଦ୍ୱାରା ପିଲାଙ୍କ ନାମଲେଖା ପାଇଁ ବାପା ମା’ମାନେ ଉତ୍ସାହିତ ହେଉଛନ୍ତି। ଆଜି ରାଜ୍ୟ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…

    Continue reading
    ଜଗାକୁ ଦରକାର ଦ୍ବିତୀୟ ଅପରେସନ୍

    ଭୁବନେଶ୍ୱର: ଜଗାକୁ ଦରକାର ଦ୍ବିତୀୟ ଅପରେସନ୍। ବହୁଚର୍ଚ୍ଚିତ କନ୍ଧମାଳ ଜିଲ୍ଲାର ଯୋଡାମୁଣ୍ଡ ଶିଶୁ ଜଗା ସୁସ୍ଥ ହେଉଛି। କିନ୍ତୁ ତାକୁ ଦରକାର ଦ୍ବିତୀୟ ଅପରେସନ୍। ଆଜି ଏନେଇ ପ୍ରତିକ୍ରିୟା ରଖିଛନ୍ତି ପୂର୍ବତନ ଏମ୍ସ ନିର୍ଦ୍ଦେଶକ ତଥା ବରିଷ୍ଠ ସର୍ଜନ ଡାକ୍ତର ଅଶୋକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ