ଓଡ଼ିଶାର ୩୫.୩୯ ଲକ୍ଷ ଚାଷୀଙ୍କୁ ମିଳିବ ୭୦୭ କୋଟିରୁ ଅଧିକ ଟଙ୍କା

ଭୁବନେଶ୍ଵର: ଆସନ୍ତାକାଲି ‘ପିଏମ୍-କିଷାନ ଉତ୍ସବ ଦିବସ’ ଅବସରରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ପିଏମ୍-କିଷାନ ଯୋଜନାର ୨୪ତମ କିସ୍ତି ପ୍ରଦାନ କରାଯିବ। ଏହି ଯୋଜନାରେ ଓଡ଼ିଶାର ୩୫ ଲକ୍ଷରୁ ଅଧିକ ଚାଷୀ ହେବେ ଉପକୃତ ହେବେ। ଓଡ଼ିଶାରେ ଏହି ଅବସରରେ ରାଜ୍ୟସ୍ତରୀୟ ସମାରୋହ ଆୟୋଜିତ ହେବ। ଭୁବନେଶ୍ୱର ସ୍ଥିତ ଓୟୁଏଟିର କୃଷି ଶିକ୍ଷା ସଦନରେ ସକାଳ ୯ଟାରୁ ଏହି କାର୍ୟ୍ୟକ୍ରମ ଆରମ୍ଭ ହେବ। ରାଜ୍ୟର ମୋଟ ୩୫,୩୯,୨୯୭ ଜଣ ହିତାଧିକାରୀ ଚାଷୀଙ୍କ ବ୍ୟାଙ୍କ ଖାତାକୁ ୭୦୭ କୋଟି ୮୫ ଲକ୍ଷ ୯୪ ହଜାର ଟଙ୍କା ସିଧାସଳଖ ପଠାଯିବ। ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଉପସ୍ଥିତ ରହିବେ।

  • Related Posts

    ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଯୁବନେତା ଗିରଫ

    ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରୁ ଶନିବାର ଏକ ବଡ ଖବର ସାମ୍ନାକୁ ଆସିଛି। ବମିଖାଲ ଅଞ୍ଚଳରେ ଜଣେ ଯୁବତୀଙ୍କୁ ଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ଆସିଛି। ଏହି ଘଟଣାରେ ଯୁବତୀ ଲକ୍ଷ୍ମୀସାଗର ଥାନାରେ ଜଣେ ଯୁବ ନେତାଙ୍କ ବିରୁଦ୍ଧରେ ଅଭିଯୋଗ କରିବାରୁ…

    Continue reading
    ବିଦ୍ୟୁତ ବାଡ ଆଘାତରେ ବାପ ପୁଅ ମୃତ

    ବାଣପୁର : ଶୁକ୍ରବାରେ ନାଚୁଣୀ ଥାନା ହରିପୁର ଗାଁ ରେ ଘଟିଛି ଅଘଟଣ । ଜଙ୍ଗଲି ଜନ୍ତୁଙ୍କ ଠାରୁ ଫସଲ ସୁରକ୍ଷା ପାଇଁ ବିଲରେ ଲାଗିଥିବା ବିଦ୍ୟୁତ ବାଡ ଆଘାତରେ ବାପା ଓ ପୁଅଙ୍କର ଅକାଳ ମୃତ ଘଟିଛି । ସନ୍ଧ୍ୟା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି