ଓଡିଶାରେ ରାଜ୍ୟ କଂଗ୍ରେସ ପ୍ରଭାରୀ

ଭୁବନେଶ୍ୱର: ଚନ୍ଦନପୁରରେ ପହଞ୍ଚିଲା କଂଗ୍ରେସର ସଂକଳ୍ପ ଯାତ୍ରା। ପିସିସି ସଭାପତି ଭକ୍ତ ଦାସ, ଅନ୍ୟ ବରିଷ୍ଠ ନେତା ଓ ହଜାର ହଜାର କର୍ମୀଙ୍କୁ ନେଇ ଜାରି ରହିଛି ସଂକଳ୍ପ ପଦଯାତ୍ରା। ପୁରୀ ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ସହ ସଂକଳ୍ପ ନେବେ ନେତା ଓ କର୍ମୀ।

ସେପଟେ ସଂକଳ୍ପ ଯାତ୍ରାରେ ସାମିଲ ହୋଇଛନ୍ତି, ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର ଲଲୁ। ଆଜି ସକାଳେ ଭୁବନେଶ୍ବରରେ ପହଞ୍ଚିବା ପରେ ଯାତ୍ରାରେ ସାମିଲ ହୋଇଛନ୍ତି। କଂଗ୍ରେସର ସଂକଳ୍ପ ପଦଯାତ୍ରାରେ ହେବେ ସାମିଲ୍। ପିପିଲିରୁ ପଦଯାତ୍ରାରେ ସାମିଲ ହେବେ। ଆଜି ସଂକଳ୍ପ ପଦଯାତ୍ରାର ଆଜି ଅନ୍ତିମ ଦିନ। ପୁରୀରେ ପହଂଚିବ ଏହି ପଦଯାତ୍ରା। ସକାଳୁ ପଦଯାତ୍ରାରେ ଶ୍ରୀମନ୍ଦିର ଅଭିମୁଖେ ବାହାରିବେ କଂଗ୍ରେସ କର୍ମୀ। ନବନିଯୁକ୍ତ ପିସିସି ସଭାପତି ଭକ୍ତ ଦାସଙ୍କ ଆହ୍ବାନ କ୍ରମେ ଏହି ପଦଯାତ୍ରା ଜାରି ରହିଛି। ଅପରାହ୍ଣରେ କଂଗ୍ରେସ ନେତାମାନେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ।

  • Related Posts

    ୨୩ ଜିଲ୍ଲାରେ ନିଯୁକ୍ତି ପାଇଲେ ଏସଡ଼ିସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ

    ୦୬।୦୪।୨୦୨୬,ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୩ ଜିଲ୍ଲାର ସ୍ୱତନ୍ତ୍ର ଉନ୍ନୟନ ପରିଷଦ (ଏସଡ଼ିସି) ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ନିଯୁକ୍ତି ଦେଇଛନ୍ତି । ଅନୁଗୁଳରେ ଅଧ୍ୟକ୍ଷ ଭାବେ ବଶିଷ୍ଠ ନାୟକ ଓ ଉପାଧ୍ୟକ୍ଷ ଭାବେ ସୁରୁମଣି ଛତରଙ୍କୁ ନିଯୁକ୍ତି ମିଳିଛି । ସେହିପରି…

    Continue reading
    ରାଜ୍ୟସଭାରେ ଶପଥ ନେଲେ ୩ ସାଂସଦ

    ନୂଆଦିଲ୍ଲୀ: ରାଜ୍ୟସଭାରେ ଶପଥ ନେଇଛନ୍ତି ଓଡ଼ିଶାର ନବ ନିର୍ବାଚିତ ସାଂସଦ । ଓଡ଼ିଶାର ୩ ସାଂସଦ ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ଆଜି ଓଡ଼ିଆରେ ଶପଥ ନେଇଛନ୍ତି । ରାଜ୍ୟସଭା ଅଧ୍ୟକ୍ଷ ସି. ପି. ରାଧାକ୍ରିଷ୍ଣନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ