sofia firdos କଂଗ୍ରେସ ନୁହେଁ OJCରୁ ସୋଫିଆ ଲଢିବେ !

ଭୁବନେଶ୍ୱର :କଂଗ୍ରେସ ନୁହେଁ, ଓଡ଼ିଶା ଜନତା କଂଗ୍ରେସରୁ ନିର୍ବାଚନ ଲଢ଼ିବେ କଟକ-ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ଆଜି ଏଭଳି ଏକ ମନ୍ତବ୍ୟ ଦେଇ କଟକ ରାଜନୀତିରେ ହଟଚମଟ ଖେଳାଇଛନ୍ତି ଓଡ଼ିଶା ଜନତା କଂଗ୍ରେସ ଅଧ୍ୟକ୍ଷ ତଥା ତାଙ୍କ ବାପା ମହମ୍ମଦ ମୋକିମ୍। ମୋକିମ୍ କହିଛନ୍ତି, ଆସନ୍ତା ବିଧାନସଭା ନିର୍ବାଚନରେ ଓଜେସିରୁ ବିଧାୟକ ପଦ ପାଇଁ ନିର୍ବାଚନ ଲଢ଼ିବେ ସୋଫିଆ। ବର୍ତ୍ତମାନ କଂଗ୍ରେସର କିଛି ନୀତି ଆଦର୍ଶ ନାହିଁ। ସେଥିପାଇଁ ଓଜେସିରୁ ସୋଫିଆ କଟକ ବାରବାଟୀ ବିଧାନସଭା ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ଲଢ଼ିବେ।

ମୋକିମ୍ ଆହୁରି ମଧ୍ୟ କହିଛନ୍ତି, ଆଗାମୀ ଦିନରେ GEN-Zଙ୍କୁ ନେଇ ଦଳ ଆଗକୁ ବଢିବ, ସୋଫିଆ ଏହାର ନେତୃତ୍ୱ ନେବେ ବୋଲି କହିଛନ୍ତି ବାପା ମହମ୍ମଦ ମୋକିମ୍। ତେବେ ଏନେଇ କଂଗ୍ରେସ କିମ୍ବା ସୋଫିଆଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି।

  • Related Posts

    bjp odisha ୫ ଓ ୬ରେ ବିଜେପିର ଦୁଇଦିନିଆ କାର୍ୟ୍ୟକାରିଣୀ ବୈଠକ

    ଭୁବନେଶ୍ବର: ସେପ୍ଟେମ୍ବର ୫ ଓ ୬ ତାରିଖରେ ରାଜ୍ୟ ବିଜେପିର ଦୁଇଦିନିଆ କାର୍ୟ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟ କାର୍ୟ୍ୟକାରିଣୀ ବୈଠକ ଢେଙ୍କାନାଳରେ ହେବା ନେଇ ସୂଚନା ମିଳିଛି। ତେବେ ବୈଠକର ସ୍ଥାନ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ଦଳ ପକ୍ଷରୁ…

    Continue reading
    bjd target bjp ରାଜ୍ୟ ସରକାରଙ୍କ ଭୁଲ ନୀତି ପାଇଁ ଅକଥନୀୟ ଯନ୍ତ୍ରଣା ଭୋଗୁଛନ୍ତି ଚାଷୀ: ବିଜେଡି

    ଭୁବନେଶ୍ୱର: ରାଜ୍ୟରେ ଖରିଫ ଧାନ ପଞ୍ଜୀକରଣ ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ଓ ବିଳମ୍ୱକୁ ନେଇ ସରକାରଙ୍କୁ କଡ଼ା ସମାଲୋଚନା କରିଛି ବିଜୁ ଜନତା ଦଳ । ଚଳିତ ବର୍ଷ ଖରିଫ ଧାନ ପଞ୍ଜୀକରଣ ନିର୍ଦ୍ଧାରିତ ସମୟ ଠାରୁ ୧୮ ଦିନ ବିଳମ୍ୱରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ